ଭଗବାନ ମିଶ୍ର ସ୍ମୃତି ସମିତି ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟଠାରେ ଆଜି ଭଗବାନ ମିଶ୍ର ସ୍ମୃତି ସମିତିର ସଭାପତି ସରଦାର ପ୍ରୀତମ ସିଂଙ୍କ ନେତୃତ୍ୱରେ 'ଵୃକ୍ଷ ରୋପଣ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ରେଣୁ ଦାଶ ଶର୍ମା ମୁଖ୍ୟ!-->…
Read More...
Read More...