Browsing Tag

bargarh news

ସୋହେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ କାୟାକଳ୍ପ ପୁରସ୍କାର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ସୋହେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ୨୦୨୧-୨୨ ବର୍ଷ ପାଇଁ କାୟାକଳ୍ପ ପୁରସ୍କାର ପାଇଁ ମନୋନୀତ କରିଯାଇଛି । ଆଜି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ପୁରସ୍କାର ଘୋଷଣା କରାଯାଇଛି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ଚିକିତ୍ସାଳୟ
Read More...

୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଟାଉନ ଥାନା ଅଧୀନସ୍ଥ କଳାପାଣି ଛକ ନିକଟସ୍ଥ ଚାଷଜମି ଉପରେ ଛିଣ୍ଡି ପଡିଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଆଜି ସକାଳୁ ଏସ ସେତରାଜୁ ନାମକ ଚାଷୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ମୃତକ ଏସ୍‌ ସତରାଜୁ(୬୫) କଳାପାଣି
Read More...

ବରଗଡ଼ ଜିଲ୍ଲା ଏସ୍‌ପିଙ୍କୁ ଡିଜିପି ସମ୍ମାନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନଙ୍କୁ ଡିଜିପି ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି । ଏହା ସହିତ ବରଗଡ଼ ଜିଲ୍ଲାରେ କାର୍ଯ୍ୟରତ କନଷ୍ଟେବଳ ସୁଧୀର ଭୋଇଙ୍କୁ ମଧ୍ୟ ଡିଜିପି ଆୱାର୍ଡ ପ୍ରଦାନ କରାଯିବ । ପୋଲିସ ସେବା କ୍ଷେତ୍ରରେ ଉଲ୍ଲେଖନୀୟ
Read More...

ନିଷ୍ଠା ପରିବାର ତରଫରୁ ଶବଦାହ ପାଇଁ ମାଗଣା ଜାଳେଣୀ କାଠର ବ୍ୟବସ୍ଥା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସହରରେ ବିଭିନ୍ନ ସମୟରେ ଶବଦାହ ପାଇଁ କାଠର ଅନେକ ଅସୁବିଧା ହୁଏ । ଗୋଟିଏ ପଟେ ନିଜର ଆତ୍ମୀୟ ସ୍ୱଜନଙ୍କୁ ହରାଇ ପରିବାର ବର୍ଗ ଦୁଃଖରେ ମ୍ରିୟମାଣ ହୋଇପଡ଼ିଥିବା ବେଳେ ଅନ୍ୟ ପଟେ ଶବଦାହ ପାଇଁ କାଠର ଚିନ୍ତା ବ୍ୟଥିତ କରେ । ନିଷ୍ଠା ପରିବାର ତରଫରୁ
Read More...

ପୂର୍ବତନ ମନ୍ତ୍ରୀ ରିପୁ ନାଥ ସେଠଙ୍କ ବିୟୋଗରେ ଶୋକ ସଭା ଆୟୋଜିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଓକିଲ ସଂଘ ପକ୍ଷରୁ ଗତକାଲି ସଂଘର ସମ୍ମିଳନୀ କକ୍ଷରେ ଦିବଙ୍ଗତ ସଦସ୍ୟ ତଥା ପୂର୍ବତନ ମନ୍ତ୍ରୀ ରିପୁ ନାଥ ସେଠଙ୍କ ବିୟୋଗରେ ଏକ ଶୋକ ସଭା ଆୟୋଜିତ ହୋଇଥିଲା । ବରିଷ୍ଠ ସଭ୍ୟ କୁଶ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସ୍ୱର୍ଗତ ରିପୁ ନାଥ
Read More...

ଭଟଲି ବ୍ଲକ ବରିଷ୍ଠ ନାଗରିକ ସଂଘର ବାର୍ଷିକ ସାଧାରଣ ସଭା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଭଟଲି ବ୍ଲକକୁ ଏସିରା ଗ୍ରାମ ଗୋବର୍ଦ୍ଧନ ପୀଠରେ ଭଟଲି ବ୍ଲକ ବରିଷ୍ଠ ନାଗରିକ ସଂଘର ୪ର୍ଥ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ସଭାପତି ବାଙ୍କ ବିହାରୀ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଅତିଥି ଭାବେ ବରିଷ୍ଠ ନାଗରିକ ସଂଘର ଜିଲ୍ଲା
Read More...

ଶଶିଭୂଷଣ ମିଶ୍ରଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପାଠାଗାର ହଲ୍‌ଠାରେ ଶଶିଭୂଷଣ ମିଶ୍ର (ବୁଢ଼ା ମାଷ୍ଟ୍ରେ)ଙ୍କ ଜନ୍ମ ଜୟନ୍ତୀ ଉତ୍ସବ ସମ୍ବଲପୁରୀ ସାହିତ୍ୟ ପରିଷଦ ପକ୍ଷରୁ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ କାମଦେବ ସାହୁ ଯୋଗଦେଇ ବୁଢ଼ା ମାଷ୍ଟ୍ରେଙ୍କ ଗବେଷଣାତ୍ମକ
Read More...

ବରଗଡ ଡିଷ୍ଟ୍ରିକ୍ଟ ପ୍ରୀମିୟର ଲିଗ୍ କ୍ରିକେଟ୍‌ ପ୍ରତିଯୋଗିତା ଆସନ୍ତା ମଇ ପ୍ରଥମ ସପ୍ତାହରୁ : ୨୮ ତାରିଖରୁ ଆବେଦନ…

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ କ୍ରିକେଟ ପ୍ରତିଯୋଗିତା ବରଗଡ ଡିଷ୍ଟ୍ରିକ୍ଟ ପ୍ରୀମିୟର ଲିଗ୍ (ବି. ଡି. ପି.ଏଲ) କ୍ରିକେଟ ପ୍ରତିଯୋଗିତା ଆସନ୍ତା ମଇ ପ୍ରଥମ ସପ୍ତାହରୁ ଆରମ୍ଭ ହେବ ବୋଲି ଜିଲ୍ଲା କ୍ରିକେଟ ଆସୋସିଏସନ୍ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସକାଶେ ଆସୋସିଏସନ୍‌ର ସଭାପତି
Read More...

ଆଜାଦି କେ ଅମୃତ ମହୋତ୍ସବ ଅବସରରେ ସ୍ଵାଧୀନତା ସଂଗ୍ରାମୀଙ୍କ ସଂଗ୍ରାମର କଥା ଉପରେ ଆଲୋଚନାଚକ୍ର

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ସ୍ଥାନୀୟ ବିକାଶ ସ୍କୁଲ୍ ସମ୍ମିଳନୀ କକ୍ଷରେ ଆଜାଦି କେ ଅମୃତ ମହୋତ୍ସବ ଅବସରରେ ସ୍ଵାଧୀନତା ସଂଗ୍ରାମୀଙ୍କ ସଂଗ୍ରାମର କଥା ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କାଉନସିଲ ଫର୍ ସୋସିଆଲ ଡେଭଲପମେଣ୍ଟ, ହାଇଦ୍ରାବାଦ ଓ ସ୍ୱୟଂସିଦ୍ଧା ଫାଉଣ୍ଡେସନ ବରଗଡ ତଥା
Read More...

କର୍ମଚାରୀଙ୍କ ଦାୟିତ୍ୱହୀନତା : ୨୦ ଘଣ୍ଟା ପଡ଼ିରହିଲା ଶବ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ ସମୟରେ ଗୁଡ଼ାଏ ସମସ୍ୟା ଲାଗି ରହିଥିବା ବେଳେ ତାକୁ ସମାଧାନ କରିବା ପାଇଁ ସରକାରୀ ସ୍ତରରେ ସବୁବେଳେ ଅପ୍ରାଣ ଉଦ୍ୟମ କରୁଥିବା ଦେଖାଯାଇଥାଏ ମାତ୍ର ବିଭାଗୀୟ କର୍ମଚାରୀଙ୍କ ଦାୟିତ୍ୱହୀନତା ଯୋଗୁଁ ଅନେକ ଗୁଡିଏ
Read More...