ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଜିଲ୍ଲା ଅଡିଟୋରିୟମ ପାଇଁ ଅନୁଦାନ ମଞ୍ଜୁର
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କ୍ରମଶଃ ଜିଲ୍ଲା ସଦର ମହକୁମା ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଏକ ୫ଶହ ସିଟ୍ ବିଶିଷ୍ଟ ଅଡିଟୋରିୟମର ଆବଶ୍ୟକତା ରହିଛି । ଏହି ପରିପ୍ରେକ୍ଷୀରେ ବରଗଡ଼ ସଚେତନ ନାଗରିକ ଓ ବୁଦ୍ଧିଜୀବୀମାନେ ଅନେକ ଥର ଜିଲ୍ଲା ପ୍ରଶାସନ ଓ!-->…
Read More...
Read More...