ବରଯାତ୍ରୀ ବସ୍ ଓ କଣ୍ଟେନର ଟ୍ରକ୍ ମୁହାଁମୁହିଁ ଧକ୍କା : ହେଲପର୍ ଗୁରୁତର
ବାଙ୍ଗିରିପୋଷି : ଏକ ବରଯାତ୍ରୀ ବସ୍ ସହ ଏକ କଣ୍ଟେନର ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ବସ୍ର ହେଲପର ଗୁରୁତର ହୋଇଛନ୍ତି । ଏହି ଦୁର୍ଘଟଣାରେ ୧୦ ରୁ ଅଧିକବରଯାତ୍ରୀ ଆହତ ହୋଇଛନ୍ତି । ଗୁରୁତର ହେଲପର୍ ସନ୍ୟାସୀ ମହାକୁଡ(୪୫) ବୋଲି ଜଣାପଡ଼ିଛି । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି!-->…
Read More...
Read More...