Browsing Tag

baripada news

ଦୀର୍ଘ ବର୍ଷର ପରିଶ୍ରମର ଫଳ ପାଇଲେ ଭାନୁପ୍ରତାପ : ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଦୀର୍ଘ ୩୦/୩୫ ବର୍ଷ ଧରି ରାଇଫଲ ଚାଳନା ପ୍ରତିଯୋଗିତା ପାଇଁ ଅଭ୍ୟାସ କରିବା ସହ ବିଭନ୍ନ ସମୟରେ ବିଫଳ ହୋଇ ଶେଷରେ ସଫଳତାର ସ୍ୱାଦ ଚାଖିଲେ ଭାନୁପ୍ରତାପ ଭଞ୍ଜଦେଓ । ତାଳଚେର ଠାରେ ଅନୁଷ୍ଠିତ ଅନୁଗୁଳ ଜିଲ୍ଲା ରାଇଫଲ ଏସୋସିଏସନ ଆନୁକୂଲ୍ୟରେ ଆୟୋଜିତ ୬୦ ତମ
Read More...

୭ମ ବାରିପଦା ଜାତୀୟ ଆଦିବାସୀ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ : ୨୦ ନଭେମ୍ବର ସୁଦ୍ଧା ପଞ୍ଜିକରଣ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସାନ୍ତାଳୀ ଆର୍ଟ ଏଣ୍ଡ ଫିଲ୍ମ ଡେଭେଲପମେଣ୍ଟ ଫାଉଣ୍ଡେସନ ଆନୁକୂଲ୍ୟରେ ୭ମ ବାରିପଦା ଜାତୀୟ ଆଦିବାସୀ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ ଡିସେମ୍ବର ୧୩ ଓ ୧୪ ତାରିଖରେ ଅନୁଷ୍ଠିତ ହେବ । ଜାତୀୟ ସ୍ତରୀୟ ଏହି ପ୍ରତିଯୋଗିତାରେ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଦୁଇଟି
Read More...

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ସମ୍ବନ୍ଧୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୂରୀ) : ମହାତ୍ମାଗାନ୍ଧୀ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ସମ୍ବନ୍ଧୀୟ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲୀ,
Read More...

ଭାରତୀୟ ସମ୍ବିଧାନ, ଗଣତନ୍ତ୍ର ଏବଂ ସାମାଜିକ ନ୍ୟାୟର ସୁରକ୍ଷା ପାଇଁ ଦେଶବ୍ୟାପୀ ଜିଲ୍ଲାସ୍ତରୀୟ ଜନ ଆକ୍ରୋଶ ମହାରାଲି

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୂଳନିବାସୀ ନାୟକ ୱାମନ ମେଶ୍ରାମ ସାହେବଙ୍କ ଆହ୍ଵାନ କ୍ରମେ ଭାରତ ମୁକ୍ତି ମୋର୍ଚ୍ଚା, ବହୁଜନ କ୍ରାନ୍ତି ମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା ଏବଂ ରାଷ୍ଟ୍ରୀୟ ପରିବର୍ତ୍ତନ ମୋର୍ଚ୍ଚାର ତତ୍ତ୍ଵାବଧାନରେ ଭାରତୀୟ ସମ୍ବିଧାନ, ଗଣତନ୍ତ୍ରର ସୁରକ୍ଷା
Read More...

ରାଷ୍ଟ୍ରୀୟ ପୋଷଣ ମାସ -୨୦୨୫ ଉପଲକ୍ଷେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୧୬ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଅବସରରେ ଗତକାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା
Read More...

ଜାତୀୟ ପତାକା ପ୍ରତି ଉପଯୁକ୍ତ ସମ୍ମାନ ପ୍ରଦର୍ଶନ ତଥା ଜାତୀୟ ପତାକାର ସଠିକ ବ୍ୟବହାର ସମ୍ପର୍କରେ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଜାତୀୟ ପତାକାକୁ ସମ୍ମାନ ଜଣାଇବା ପ୍ରତ୍ୟେକ ଭାରତୀୟ ନାଗରିକଙ୍କ କର୍ତ୍ତବ୍ୟ । ଭାରତୀୟ ଜାତୀୟ ପତାକା ଆଶା ଓ ଉଚ୍ଚକାଂକ୍ଷା ଭାବେ ଆମ ଦେଶର ଜନସାଧାରଣଙ୍କ ପ୍ରତିନିଧିତ୍ୱ କରିଥାଏ । ତେଣୁ ଜାତୀୟ ପତାକାକୁ ଭଲ ପାଇବା, ସମ୍ମାନ ପ୍ରଦର୍ଶନ କରିବା ଓ ଏହା
Read More...

ଚୀନରେ ଚମକିଲେ, ଏବେ ପାଳି ଶ୍ରୀଲଙ୍କାରେ : ଇତିହାସ ରଚିଲେ ସନ୍ଧ୍ୟା

ବାରିପଦା, (ଦେବସ୍ମିତ ଚୌଧୁରୀ) : ଶ୍ରୀଲଙ୍କାର କୋଲମ୍ବ ଠାରେ ଅନୁଷ୍ଠିତ ହେବାକୁ ଥିବା ଏସିଆ ରଗବୀ ଏମିରେଟ୍ସ ସେଭେନ ସିରିଜ ୨୦୨୫ - ଲେଗ ୨ରେ ଖେଳିବା ପାଇଁ ଭାରତୀୟ ବରିଷ୍ଠ ମହିଳା ଦଳରେ ସ୍ଥାନ ପାଇଛନ୍ତି ମୟୁରଭଞ୍ଜର ସନ୍ଧ୍ୟାରାଣୀ ଟୁଡୁ । ଗତ ମାସ ଚୀନ ଠାରେ ଅନୁଷ୍ଠିତ ଲେଗ ୧ ସିରିଜରେ
Read More...

ପଲ୍ସ ପୋଲିଓ କାର୍ଯ୍ୟକ୍ରମ -୨୦୨୫ ସମ୍ବନ୍ଧୀୟ ଜିଲ୍ଲା କାର୍ଯ୍ୟକାରିଣୀ କମିଟି ବୈଠକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷରେ ଜିଲ୍ଲାରେ ଆସନ୍ତା ଅକ୍ଟୋବର ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ପଲ୍ସ ପୋଲିଓ ବୁନ୍ଦା ସେବନ କାର୍ଯ୍ୟକ୍ରମର ସଫଳ
Read More...

“ସ୍ଵଚ୍ଛତା ହିଁ ସେବା” ଅଭିଯାନରେ ଜିଲ୍ଲା ପ୍ରଶାସନ ମୟୂରଭଞ୍ଜର ଦୃଢ ପ୍ରତିଶୃତି

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ଶ୍ୟାମାଖୁଣ୍ଟା ବ୍ଲକ ଅଧିନସ୍ଥ କୁଚିଳାଘାଟି ସୀତାକୁଣ୍ଡ ପର୍ଯ୍ୟଟନ ସ୍ଥଳୀ ଠାରେ "ସ୍ଵଚ୍ଛତା ହିଁ ସେବା" ଅଭିଯାନର ଦିବସର ବିଷୟ ବସ୍ତୁ- ଏକ୍‌ ଦିନ୍‌,ଏକ୍‌ ଘଣ୍ଟା,ଏକ୍‌ ସାଥ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ
Read More...

କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କୁ ଯୌନ ଉତ୍ପୀଡ଼ନ ଆଇନ -୨୦୧୩ ସମ୍ବନ୍ଧୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ କାର୍ଯ୍ୟ କ୍ଷେତ୍ରରେ ମହିଳାଙ୍କୁ ଯୌନ ଉତ୍ପୀଡ଼ନ (ପ୍ରତିରୋଧ, ନିଷିଦ୍ଧ ଓ ନିରାକରଣ) ଆଇନ-୨୦୧୩ ସମ୍ବନ୍ଧୀୟ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
Read More...