Browsing Tag

baripada news

ଶିକ୍ଷକ ସମନ୍ୱୟ ସମିତି ତରଫରୁ କେନ୍ଦ୍ର ଓ ରାଜ୍ୟ ଶିକ୍ଷମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ସର୍କିଟ ହାଉସରେ ମୟୁରଭଞ୍ଜ ଶିକ୍ଷକ ସମନ୍ୱୟ ସମିତିର କର୍ମକର୍ତ୍ତା କେନ୍ଦ୍ର ଶିକ୍ଷମନ୍ତ୍ର ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ସାକ୍ଷାତ କରି ଶିକ୍ଷକ ମାନଙ୍କର ବିଭିନ୍ନ ସମସ୍ୟା ଉପରେ ଏକ ଦାବିପତ୍ର ପ୍ରଦାନ
Read More...

ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ପ୍ରଶାସନିକ ଭବନ ଉଦଘାଟିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଷ୍ଟାଡିୟମ ପରିସରରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ନୂତନ ପ୍ରଶାସନିକ ଭବନ ଉଦଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୋଗଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଭବନର ଶୁଭ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଓଡିଶା
Read More...

ମୟୂରଭଞ୍ଜ ଜିଲ୍ଲାରେ କାର୍ଯ୍ୟକାରୀ ସରକାରୀ ଯୋଜନାର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ଶିଶୁଙ୍କୁ ସଠିକ୍ ପୋଷଣ ସହ ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ଦକ୍ଷତାକୁ ଦିଆଯିବ ଅଗ୍ରାଧିକାର - ଧର୍ମେନ୍ଦ୍ର ପ୍ରଧାନବୈଠକରେ ଓଡ଼ିଶାର ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ସାଂସଦ ନବ ଚରଣ ମାଝୀ, ମମତା ମହନ୍ତ ଓ ବିଧାୟକମାନେ
Read More...

ସରିଗଲା ମହୋତ୍ସବ ରହିଗଲା ସ୍ମୃତି : ସମ୍ମାନିତ ହେଲେ ୧୬ ଜଣ ପ୍ରତିଭା

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ସହୀଦ ସ୍ମୃତି ଭବନରେ ଆମେ: ବାରିପଦା ଆନୁକୂଲ୍ୟରେ ଆୟୋଜିତ ଜାତୀୟ ନାଟ୍ୟ ମହୋତ୍ସବ ଚଳିତ ମାସ ୬ ତାରିଖରୁ ଆରମ୍ଭ ହୋଇ ୧୪ ତାରିଖରେ ମହାସମାରୋହରେ ଉଦଯାପିତ ହୋଇଯାଇଛି ଓ ପ୍ରଥମଥର ପାଇଁ ୯ ଦିନ ବ୍ୟାପି ଅନୁଷ୍ଠିତ ଏହି ମହୋତ୍ସବର ଓଡିଶା,
Read More...

ଆନ୍ତର୍ଜାତୀୟ ସାକ୍ଷରତା ସପ୍ତାହ ପାଳନ ଅବସରରେ ବାରିପଦା ଠାରେ ଜିଲ୍ଲାସ୍ତରୀୟ ସାଇକେଲ ଶୋଭାଯାତ୍ରା ଓ ସଚେତନତା…

ବାରିପଦା, (ଦେବସ୍ମିତ ଚୌଧୁରୀ) : କେନ୍ଦ୍ର ସରକାରଙ୍କ ଉଲ୍ଲାସ -ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ-୨୦୨୫ ଅଧୀନରେ ସାଧାରଣ ଲୋକଙ୍କୁ ସାକ୍ଷର କରିବା ଲକ୍ଷ୍ୟ ନେଇ, ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ୧୫ ବର୍ଷ ବୟସରୁ ଅଧିକ ନିରକ୍ଷର ଭାଈ ଓ ଭଉଣୀ ମାନଙ୍କ ସାକ୍ଷରତା ପାଇଁ ଏକ ଅଭିନବ
Read More...

ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ, ଡା. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମୀକ୍ଷା ବୈଠକରେ
Read More...

ଜର୍ଜିଆଡି କ୍ଲବ ସେଭେନ୍ସ କପ୍ ଜିତିଲା ଫ୍ୟୁଚର୍‌ ଷ୍ଟାର୍ ସ୍ପୋର୍ଟସ ଏକାଡେମୀ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଚଳିତ ମାସ ୬ ଓ ୭ ତାରିଖ କୋଲକାତା ଠାରେ କୋଲକାତା କ୍ରିକେଟ ଓ ଫୁଟବଲ କ୍ଲବ ଓ ବେଙ୍ଗଲ ରଗବୀ ସଂଘର ମିଳିତ ଉଦ୍ୟମରେ ଆୟୋଜିତ ହୋଇଥିବା ଜର୍ଜିଆଡି କ୍ଲବ ସେଭେନ୍ସ କପ୍ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲ୍ଳାର ଫ୍ୟୁଚର୍‌ ଷ୍ଟାର୍‌ ସ୍ପୋର୍ଟସ ଏକାଡେମୀର ମହିଳା
Read More...

ଭାରତୀୟ ସ୍ଥଳ ବାହିନୀ ତରଫରୁ ବାରିପଦା ବିବାହ ମଣ୍ଡପ ଠାରେ ୩ ଦିନିଆ ଆଦର୍ଶ ସମନ୍ୱିତ ସ୍ୱାସ୍ଥ୍ୟ ଶିବିର ଉଦ୍‌ଘାଟିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭାରତୀୟ ସ୍ଥଳ ବାହିନୀର ଷ୍ଟେସନ ହେଡ଼ କ୍ୱାଟର, ବାଲେଶ୍ୱର (ଚାନ୍ଦିପୁର-ଅନ-ସି) ଓ ଜିଲ୍ଲା ପ୍ରଶାସନ, ମୟୂରଭଞ୍ଜଙ୍କ ମିଳିତ ଆନୁକୂଲ୍ୟରେ ଆଜିଠାରୁ ତା ୧୦-୦୯-୨୦୨୫ରିଖ ପର୍ଯ୍ୟନ୍ତ ୩ ଦିନ ବ୍ୟାପୀ ବାରିପଦାର ଷ୍ଟେସନବଜାର ଆଶୀର୍ବାଦ ଛକ ନିକଟସ୍ଥ ବିବାହ
Read More...

ଓଡ଼ିଶାର ପଞ୍ଚମ ଅନୁସୂଚୀ ଅଞ୍ଚଳରେ ଏନ୍‌ଏସି ଗଠିତ ଘୋଷଣାକୁ ପ୍ରତ୍ୟାହାର ଦାବି

ପ୍ରତ୍ୟାହାର କରାନଗଲେ ଆଇନର ଆଶ୍ରୟ ଚେତାବନୀଯଦି ବିକାଶ କରିବାର ଅଛି ତ୍ରିବିଭାଗକୁ ପାଣ୍ଠି ବୃଦ୍ଧି ଦାବି ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଦିବାସୀ ସେଙ୍ଗେଲ ଅଭିଯାନ ସହିତ ଅଲ୍ ଇଣ୍ଡିଆ ମାଝୀ-ପାର୍ଗାନା ମାଡ଼ୱା ଓଡ଼ିଶା ପ୍ରଦେଶ କମିଟି ପକ୍ଷରୁ ମହାମହିମ ରାଷ୍ଟ୍ରପତି, ଓଡ଼ିଶାର
Read More...

କୁଡୁମୀ ସେନା ପକ୍ଷରୁ କଳା ଦିବସ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ୧୯୫୦ ମସିହା ସେପ୍ଟେମ୍ବର ୬ ତାରିଖ ଦିନ କୁଡୁମୀ ଜାତିକୁ ଆଦିବାସୀ ବର୍ଗରୁ ବାଦ ଦେଇ ଥିବାରୁ କୁଡୁମୀ ଜାତି ପ୍ରତି ହୋଇଥିବା ଐତିହାସିକ ଅନ୍ୟାୟ ପ୍ରତିବାଦରେ ପ୍ରତିବର୍ଷ ୬ ସେପ୍ଟେମ୍ବର ଦିନଟିକୁ କୁଡୁମୀ ସେନା କଳା ଦିବସ ଭାବରେ ପାଳନ କରି ଆସୁଛି । ଏହି
Read More...