Browsing Tag

baripada news

ଜିଲ୍ଲାସ୍ତରୀୟ ଜାତୀୟ ଚକ୍ଷୁଦାନ ପକ୍ଷ-୨୦୨୫ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବା ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ତଥା ସ୍ୱାସ୍ଥ୍ୟ ଅଧିକ୍ଷକ ଡାକ୍ତର ମାନସ ରଞ୍ଜନ ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଜାତୀୟ ଚକ୍ଷୁଦାନ ପକ୍ଷ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ବୈଠକରେ ଜିଲ୍ଲା
Read More...

ଝୁମର କର୍ମଶାଳାରେ ଯୋଗ ଦେବେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥିତ ଅମ୍ବିକା ହଲ ଠାରେ ଓଡିଶା ଝୁମର ଏକାଡେମୀର ସଭାପତି ଅବନୀ ମହାନ୍ତଙ୍କ ସଭାପତିତ୍ୱରେ ଝୁମର କର୍ମଶାଳାର ସୂଚନା ନିମନ୍ତେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏହି ସମ୍ମିଳନୀରେ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ୱ
Read More...

ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ସମ୍ବର୍ଦ୍ଧିତ ହେଲେ ୫୫ କୃତୀ ଶିକ୍ଷକ, ଶିକ୍ଷୟତ୍ରୀ ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ଲାଲବଜାର ସ୍ଥିତ ଶିକ୍ଷକ ଭବନ ପରିସରରେ ମୟୁରଭଞ୍ଜ ଜିଲ୍ଲା ଶିକ୍ଷକ ସମନ୍ୱୟ ସମିତି ଆନୁକୂଲ୍ୟରେ ପବିତ୍ର ଗୁରୁ ଦିବସ ଅବସରରେ ଆୟୋଜିତ ଜିଲ୍ଲାସ୍ତରୀୟ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ
Read More...

ଜାତୀୟ ନାଟ୍ୟ ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦାର ଅଗ୍ରଣୀ ନାଟ୍ୟସଂସ୍ଥା "ଆମେ ବାରିପଦା" ଆନୁକୂଲ୍ୟରେ ସ୍ଥାନୀୟ ସହୀଦ ସ୍ମୃତି ଭାବନରେ ଅନୁଷ୍ଠିତ ହେବାକୁଥିବା ଜାତୀୟ ନାଟ୍ୟ ମହୋତ୍ସବ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଯାଇଛି ବୋଲି ମୁଖ୍ୟ ଆୟୋଜକ ତଥା ସାଧାରଣ ସମ୍ପାଦକ ଚିନ୍ମୟ ଦାସ
Read More...

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ

ମୋଟ ୨୩୮ଗୋଟି ଅଭିଯୋଗର ହେଲା ଶୁଣାଣି ବାରିପଦା, (ଦେବସ୍ମିତ ଚୌଧୁରୀ) : ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ମୟୂରଭଞ୍ଜ ଜିଲ୍ଲା ସଦରମହକୁମା ବାରିପଦାଠାରେ ଜିଲ୍ଲାପାଳ ହେମକାନ୍ତ ସୟ ଭା. ପ୍ର. ସେଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ
Read More...

ବାରିପଦା ପୌରପାଳିକା ଆନୁକୂଲ୍ୟରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବିକଶିତ ଭାରତ ପାଇଁ ସହରାଞ୍ଚଳର ବିକାଶ ଯେମିତି ଏକ ଅବିଚ୍ଛେଦ୍ୟ ଅଙ୍ଗ, ଗଣତାନ୍ତ୍ରିକ ଶାସନ ପଦ୍ଧତିରେ ସ୍ୱାୟତ୍ତ ଶାସନ ବ୍ୟବସ୍ଥା ହେଉଛି କ୍ଷମତା ବିକେନ୍ଦ୍ରୀକରଣର ଏକ ଅଭିନ୍ନ ସୋପାନ ଏହି ଐତିହାସିକ ବ୍ୟବସ୍ଥାକୁ ସ୍ମରଣୀୟ ଓ ଲୋକାଭିମୁଖୀ କରିବା ତଥା
Read More...

ଶିକ୍ଷକ ସମନ୍ୱୟ ସମିତି ଆନୁକୂଲ୍ୟରେ ରକ୍ତଦାନ ଶିବିର ଆୟୋଜିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ରୋଟାରୀ କ୍ଲବ ସମ୍ମିଳନୀ କକ୍ଷରେ ମୟୁରଭଞ୍ଜ ଜିଲ୍ଲା ଶିକ୍ଷକ ସମନ୍ୱୟ ସମିତି ଆନୁକୂଲ୍ୟରେ ତଥା ରୋଟାରୀ କ୍ଲବର ସହଯୋଗରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଅତିଥି ଭାବେ ଯୋଗଦେଇ ନଗରପାଳ କୃଷ୍ଣାନନ୍ଦ ମହାନ୍ତି ଓ ବାରିପଦା
Read More...

କନିଷ୍ଠ ରାଜ୍ୟସ୍ତରୀୟ ଖେଳକୁଦ ପାଇଁ ଖେଳାଳି ଚୟନ ପ୍ରକ୍ରିୟା ୩ ଓ ୪ ତାରିଖରେ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସେପ୍ଟେମ୍ବର ମାସ ୨୨ରୁ ୨୪ ତାରିଖ ମଧ୍ୟରେ କନିଷ୍ଠ ପୂର୍ବାଞ୍ଚଳ ଖେଳକୁଦ ଖେଳକୁଦ ଚାମ୍ପିୟାନସିପ ପାଇଁ କଟକରେ ୬ ଓ ୭ ତାରିଖରେ କନିଷ୍ଠ ବର୍ଗ ଓଡିଶା ଦଳ ପାଇଁ ଚୟନ ପ୍ରକ୍ରିୟା ଅନୁଷ୍ଠିତ ହେବ । ଏହି ଅବସରରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଆନୁକୂଲ୍ୟରେ
Read More...

ମେଗା, ଏକକ ଓ ବହୁଗ୍ରାମ ଜଳ ଯୋଗାଣର ସୁଗମ ସମ୍ପାଦନ ନିମନ୍ତେ ଜିଲ୍ଲା ଜଳ ଓ ପରିମଳ ମିଶନ ସମନ୍ୱୟ କମିଟି ବୈଠକ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲା ଜଳ ଓ ପରିମଳ ମିଶନ ଆନୁକୂଲ୍ୟରେ, ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଲା ଜଳ ଓ ପରିମଳ ମିଶନ ସମନ୍ୱୟ
Read More...

ବାରିପଦାଠାରେ ଜାତୀୟ କ୍ରୀଡା ଦିବସ -୨୦୨୫ ପାଳନ ଅବସରରେ ରାଲି ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଅଗଷ୍ଟ ତା ୨୯ରୁ ୩୧ ତାରିଖ ଜାତୀୟ କ୍ରୀଡା ଦିବସ ଅବସରରେ କ୍ରୀଡା, ଉତ୍ସାହ ଓ ଏକତାର ଦେଶ ବ୍ୟାପୀ ଉତ୍ସବ ପାଳନ ପରିପ୍ରେକ୍ଷୀରେ ଆଜି ବାରିପଦାଠାରେ ଜିଲ୍ଲା କ୍ରୀଡା ବିଭାଗ ଓ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି ।
Read More...