Browsing Tag

baripada news

ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ, ଡା. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମୀକ୍ଷା ବୈଠକରେ
Read More...

ଜର୍ଜିଆଡି କ୍ଲବ ସେଭେନ୍ସ କପ୍ ଜିତିଲା ଫ୍ୟୁଚର୍‌ ଷ୍ଟାର୍ ସ୍ପୋର୍ଟସ ଏକାଡେମୀ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଚଳିତ ମାସ ୬ ଓ ୭ ତାରିଖ କୋଲକାତା ଠାରେ କୋଲକାତା କ୍ରିକେଟ ଓ ଫୁଟବଲ କ୍ଲବ ଓ ବେଙ୍ଗଲ ରଗବୀ ସଂଘର ମିଳିତ ଉଦ୍ୟମରେ ଆୟୋଜିତ ହୋଇଥିବା ଜର୍ଜିଆଡି କ୍ଲବ ସେଭେନ୍ସ କପ୍ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲ୍ଳାର ଫ୍ୟୁଚର୍‌ ଷ୍ଟାର୍‌ ସ୍ପୋର୍ଟସ ଏକାଡେମୀର ମହିଳା
Read More...

ଭାରତୀୟ ସ୍ଥଳ ବାହିନୀ ତରଫରୁ ବାରିପଦା ବିବାହ ମଣ୍ଡପ ଠାରେ ୩ ଦିନିଆ ଆଦର୍ଶ ସମନ୍ୱିତ ସ୍ୱାସ୍ଥ୍ୟ ଶିବିର ଉଦ୍‌ଘାଟିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭାରତୀୟ ସ୍ଥଳ ବାହିନୀର ଷ୍ଟେସନ ହେଡ଼ କ୍ୱାଟର, ବାଲେଶ୍ୱର (ଚାନ୍ଦିପୁର-ଅନ-ସି) ଓ ଜିଲ୍ଲା ପ୍ରଶାସନ, ମୟୂରଭଞ୍ଜଙ୍କ ମିଳିତ ଆନୁକୂଲ୍ୟରେ ଆଜିଠାରୁ ତା ୧୦-୦୯-୨୦୨୫ରିଖ ପର୍ଯ୍ୟନ୍ତ ୩ ଦିନ ବ୍ୟାପୀ ବାରିପଦାର ଷ୍ଟେସନବଜାର ଆଶୀର୍ବାଦ ଛକ ନିକଟସ୍ଥ ବିବାହ
Read More...

ଓଡ଼ିଶାର ପଞ୍ଚମ ଅନୁସୂଚୀ ଅଞ୍ଚଳରେ ଏନ୍‌ଏସି ଗଠିତ ଘୋଷଣାକୁ ପ୍ରତ୍ୟାହାର ଦାବି

ପ୍ରତ୍ୟାହାର କରାନଗଲେ ଆଇନର ଆଶ୍ରୟ ଚେତାବନୀଯଦି ବିକାଶ କରିବାର ଅଛି ତ୍ରିବିଭାଗକୁ ପାଣ୍ଠି ବୃଦ୍ଧି ଦାବି ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଦିବାସୀ ସେଙ୍ଗେଲ ଅଭିଯାନ ସହିତ ଅଲ୍ ଇଣ୍ଡିଆ ମାଝୀ-ପାର୍ଗାନା ମାଡ଼ୱା ଓଡ଼ିଶା ପ୍ରଦେଶ କମିଟି ପକ୍ଷରୁ ମହାମହିମ ରାଷ୍ଟ୍ରପତି, ଓଡ଼ିଶାର
Read More...

କୁଡୁମୀ ସେନା ପକ୍ଷରୁ କଳା ଦିବସ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ୧୯୫୦ ମସିହା ସେପ୍ଟେମ୍ବର ୬ ତାରିଖ ଦିନ କୁଡୁମୀ ଜାତିକୁ ଆଦିବାସୀ ବର୍ଗରୁ ବାଦ ଦେଇ ଥିବାରୁ କୁଡୁମୀ ଜାତି ପ୍ରତି ହୋଇଥିବା ଐତିହାସିକ ଅନ୍ୟାୟ ପ୍ରତିବାଦରେ ପ୍ରତିବର୍ଷ ୬ ସେପ୍ଟେମ୍ବର ଦିନଟିକୁ କୁଡୁମୀ ସେନା କଳା ଦିବସ ଭାବରେ ପାଳନ କରି ଆସୁଛି । ଏହି
Read More...

ଜିଲ୍ଲାସ୍ତରୀୟ ଜାତୀୟ ଚକ୍ଷୁଦାନ ପକ୍ଷ-୨୦୨୫ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବା ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ତଥା ସ୍ୱାସ୍ଥ୍ୟ ଅଧିକ୍ଷକ ଡାକ୍ତର ମାନସ ରଞ୍ଜନ ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଜାତୀୟ ଚକ୍ଷୁଦାନ ପକ୍ଷ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ବୈଠକରେ ଜିଲ୍ଲା
Read More...

ଝୁମର କର୍ମଶାଳାରେ ଯୋଗ ଦେବେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥିତ ଅମ୍ବିକା ହଲ ଠାରେ ଓଡିଶା ଝୁମର ଏକାଡେମୀର ସଭାପତି ଅବନୀ ମହାନ୍ତଙ୍କ ସଭାପତିତ୍ୱରେ ଝୁମର କର୍ମଶାଳାର ସୂଚନା ନିମନ୍ତେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏହି ସମ୍ମିଳନୀରେ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ୱ
Read More...

ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ସମ୍ବର୍ଦ୍ଧିତ ହେଲେ ୫୫ କୃତୀ ଶିକ୍ଷକ, ଶିକ୍ଷୟତ୍ରୀ ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ଲାଲବଜାର ସ୍ଥିତ ଶିକ୍ଷକ ଭବନ ପରିସରରେ ମୟୁରଭଞ୍ଜ ଜିଲ୍ଲା ଶିକ୍ଷକ ସମନ୍ୱୟ ସମିତି ଆନୁକୂଲ୍ୟରେ ପବିତ୍ର ଗୁରୁ ଦିବସ ଅବସରରେ ଆୟୋଜିତ ଜିଲ୍ଲାସ୍ତରୀୟ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ
Read More...

ଜାତୀୟ ନାଟ୍ୟ ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦାର ଅଗ୍ରଣୀ ନାଟ୍ୟସଂସ୍ଥା "ଆମେ ବାରିପଦା" ଆନୁକୂଲ୍ୟରେ ସ୍ଥାନୀୟ ସହୀଦ ସ୍ମୃତି ଭାବନରେ ଅନୁଷ୍ଠିତ ହେବାକୁଥିବା ଜାତୀୟ ନାଟ୍ୟ ମହୋତ୍ସବ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଯାଇଛି ବୋଲି ମୁଖ୍ୟ ଆୟୋଜକ ତଥା ସାଧାରଣ ସମ୍ପାଦକ ଚିନ୍ମୟ ଦାସ
Read More...

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ

ମୋଟ ୨୩୮ଗୋଟି ଅଭିଯୋଗର ହେଲା ଶୁଣାଣି ବାରିପଦା, (ଦେବସ୍ମିତ ଚୌଧୁରୀ) : ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ମୟୂରଭଞ୍ଜ ଜିଲ୍ଲା ସଦରମହକୁମା ବାରିପଦାଠାରେ ଜିଲ୍ଲାପାଳ ହେମକାନ୍ତ ସୟ ଭା. ପ୍ର. ସେଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ
Read More...