Browsing Tag

baripada news

ସୌମ୍ୟଶ୍ରୀଙ୍କ ଶ୍ରଦ୍ଧାଞ୍ଜଳି ସଭା

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୁରଭଞ୍ଜ ଜିଲ୍ଲାର ମିଳିତ ବିରୋଧୀଦଳ ପକ୍ଷରୁ ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟଶ୍ରୀଙ୍କ ଶ୍ରଦ୍ଧାଞ୍ଜଳି ସଭା ଜଗନ୍ନାଥ ମନ୍ଦିର ନିକଟରେ ରବି ଗୋସ୍ୱାମୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଶାସକ ବିଜେପିର ଓଡ଼ିଆ ଅସ୍ମିତାର
Read More...

ବାରିପଦା ଠାରେ ୭୯ତମ ସ୍ୱାଧୀନତା ଦିବସ -୨୦୨୫ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକଙ୍କ ସଭାପତିତ୍ୱରେ ୭୯ତମ ସ୍ୱାଧୀନତା ଦିବସ -୨୦୨୫ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ
Read More...

ମୁଖ୍ୟମନ୍ତ୍ରୀଙ୍କୁ ସେଙ୍ଗେଲ’ର ଦାବିପତ୍ର : ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ

ଚିକିତ୍ସା ପାଇଁ ଦୁଇଲକ୍ଷ ଟଙ୍କା ଦିଆଯିବାକୁ ଦାବି ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଦିବାସୀ ସେଙ୍ଗେଲ ଆଭିଯାନ ବାରିପଦା ଜୋନାଲ କମିଟିର ସଭାପତି ସହ ଅଲ୍ ଇଣ୍ଡିଆ ମାଝୀ-ପାର୍ଗାନା ମାଡୱା ଓଡ଼ିଶା ପ୍ରଦେଶ କମିଟିର ସେଙ୍ଗେଲ ପାର୍ଗାନା ନାରାନ ମୁର୍ମୁଙ୍କ ନେତୃତ୍ୱରେ ଓଡିଶାର
Read More...

ସ୍ୱର୍ଗତଃ ସାମ୍ବାଦିକ ଅମରେନ୍ଦ୍ରଲାଲଙ୍କ ସ୍ମୃତିରେ ରକ୍ତଦାନ ଶିବିର

୫୧ୟୁନିଟ ରକ୍ତ ସଂଗୃହୀତ ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲାର ବିଶିଷ୍ଠ ସାମ୍ବାଦିକ ସ୍ୱର୍ଗତଃ ଅମରେନ୍ଦ୍ରଲାଲ ବୋଷଙ୍କ ସ୍ମୃତିରେ ଏକ ରକ୍ତଦାନ ଶିବିର ବୁଧବାର ଆୟୋଜିତ ହୋଇଯାଇଛି । ସ୍ଥାନୀୟ ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ଜିଲ୍ଲା ସାମ୍ବାଦିକ ପରିବାର, ମୟୂରଭଞ୍ଜ
Read More...

ଜନ୍ମଦିନରେ ରକ୍ତଦାନ ଶିବିର ଆୟୋଜିତ : ୪୦ ୟୁନିଟ ରକ୍ତ ସଂଗ୍ରହ

ବାରିପଦା, (ଦେବସ୍ମିତ ଚୌଧୁରୀ) : "ରକ୍ତଦାନ ମହାପୂଣ୍ୟ"କୁ ପାଥେୟ କରି ଆଜିର ଯୁବସମାଜ ରକ୍ତଦାନ କରିବା ପାଇଁ ଆଗେଇ ଆସିଛନ୍ତି । ତତ୍‌ ସହିତ ନିଜ ଜନ୍ମଦିନ ଅଥବା ନିଜ ପରିବାରର ସଦସ୍ୟଙ୍କ ଜନ୍ମଦିନରେ ମଧ୍ୟ ରକ୍ତଦାନ ଶିବିର ଆୟୋଜନ କରି ନିଆରା ଢଙ୍ଗରେ ଜନ୍ମଦିନ ପାଳନ କରୁଛନ୍ତି । ଏହି
Read More...

ସୁପ୍ରିମକୋର୍ଟ ରାୟକୁ ସେଙ୍ଗେଲ ପକ୍ଷରୁ ସ୍ୱାଗତ : ପୈତୃକ ସମ୍ପତ୍ତିରେ ଆଦିବାସୀ ମହିଳାଙ୍କ ସମାନ ଅଧିକାର

ବାରିପଦା, (ଦେବସ୍ମିତ ଚୌଧୁରୀ) : ସୁପ୍ରିମକୋର୍ଟର ରାୟକୁ ପ୍ରଶଂସା କରି ଆଦିବାସୀ ସେଙ୍ଗେଲ ଆଭିଯାନ ବାରିପଦା ଜୋନାଲ କମିଟିର ସଭାପତି ସହ ଅଲ୍ ଇଣ୍ଡିଆ ମାଝୀ-ପାର୍ଗାନା ମାଡୱା କମିଟିର ଓଡ଼ିଶା ପ୍ରଦେଶ ପାର୍ଗାନା ଶ୍ରୀ ନାରାନ ମୁର୍ମୁ ପ୍ରେସ ବିଜ୍ଞପ୍ତିରେ ଜଣାଉଛି ଯେ, ପୈତୃକ ସମ୍ପତ୍ତିରେ
Read More...

ଜିଲ୍ଲସ୍ତରୀୟ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ବୈଠକ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ନିକଟସ୍ଥ କୃଷ୍ଣଚନ୍ଦ୍ରପୁର ସ୍ଥିତ ସାଇ ବିଦ୍ୟାମନ୍ଦିର ସମ୍ମିଳନୀ କକ୍ଷରେ ମୟୁରଭଞ୍ଜ ଜିଲ୍ଲାର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସଂଘ ତରଫରୁ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଘନଶ୍ୟାମ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ରାଜ୍ୟସ୍ତରୀୟ ଯୋଗାସନ ସ୍ପୋର୍ଟସ ଚମ୍ପିୟାନସିପରେ ମୟୁରଭଞ୍ଜର ସଫଳତା

ବାରିପଦା, (ଦେବସ୍ମିତ ଚୌଧୁରୀ) : କଟକ ସ୍ଥିତ କଳିଙ୍ଗ ବ୍ୟାୟାମଶାଳାରେ ଓଡିଶା ଯୋଗ ଏସୋସିଏସନ ଆନୁକୂଲ୍ୟରେ ଆୟୋଜିତ ୩୧ତମ ରାଜ୍ୟସ୍ତରୀୟ ଯୋଗାସନ ସ୍ପୋର୍ଟସ ଚମ୍ପିୟାନସିପରେ ମୟୁରଭଞ୍ଜର ୨୧ ଜଣ ପୁରସ୍କୃତ ହୋଇଛନ୍ତି । ୮ରୁ ୧୦ ବର୍ଷ ବାଳକ ବିଭାଗରେ ପ୍ରସାଦ ବାରିକ ୧ମ, ନିହାର ରଞ୍ଜନ ସାହୁ
Read More...

ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ଦିବସ ପାଳିଲେ ସ୍ଵାଭିମାନୀ ମୟୂରଭଞ୍ଜ ବାସୀ

ବିଶ୍ୱବିଦ୍ୟାଳୟ କର୍ତ୍ତ୍ତୃପକ୍ଷଙ୍କ ମେରୀ ମର୍ଜୀ ନୀତିକୁ ତିବ୍ର ବିରୋଧ ବାରିପଦା, (ଦେବସ୍ମିତ ଚୌଧୁରୀ) : ମହାରାଜା ଶ୍ରୀରାମ ଚନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳନ ବନ୍ଦକୁ ନେଇ ମୟୂରଭଞ୍ଜ ବାସୀ ତିବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି । ବିଶ୍ୱବିଦ୍ୟାଳୟ କର୍ତ୍ତ୍ତୃପକ୍ଷଙ୍କ
Read More...

ନ୍ୟାସନାଲ ଡ଼କ୍ଟରସ ଡେ ପାଳନ ଅବସରରେ ରକ୍ତ ଦାନ ଶିବିର ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ପିଆରଏମ ମେଡିକାଲ କଲେଜ ପ୍ରାଙ୍ଗଣରେ ଜାତୀୟ ଡକ୍ଟର ଦିବସ ପାଳନ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ ପିଆରଏମ କଲେଜ ପରିସରରେ ଆଇ ଏମଏ ମୟୂରଭଞ୍ଜ ଏବଂ ପିଆରଏମ ଛାତ୍ରସଂଘର ମିଳିତ ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ
Read More...