ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ପ୍ରଶାସନିକ ଭବନ ଉଦଘାଟିତ
ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଷ୍ଟାଡିୟମ ପରିସରରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ନୂତନ ପ୍ରଶାସନିକ ଭବନ ଉଦଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୋଗଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଭବନର ଶୁଭ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଓଡିଶା!-->…
Read More...
Read More...