Browsing Tag

baripada news

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ତମାଖୁ ମୁକ୍ତ ବିଦ୍ୟାଳୟ ସମ୍ପର୍କିତ ଏକ ଦିବସୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦାଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. କିଶୋର କୁମାର ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ତମାଖୁ ମୁକ୍ତ ବିଦ୍ୟାଳୟ ଲାଗି ଶିକ୍ଷକମାନଙ୍କ ନିମନ୍ତେ ଏକଦିବସୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ
Read More...

ଦୁଇଦିନିଆ ସିନେମା କାହାଣୀ ଲିଖନ କର୍ମଶାଳା ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ନିକଟସ୍ଥ ଇନ୍ଦୁପାଇ ସ୍ଥିତ ପୂର୍ଣ୍ଣ ନିବାସରେ ସିନେମା କାହାଣୀ ଲିଖନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସାନ୍ତାଳୀ ଆର୍ଟ ଏଣ୍ଡ ଫିଲ୍ମ ଡିଭେଲପମେଣ୍ଟ ଫାଉଣ୍ଡେସନ, ବାରିପଦା ଓ ଏମ୍ପ୍ଲିଫାୟାର ମିଡ଼ିଆ, କୋଲକାତାର ମିଳିତ ସହଯୋଗରେ ଅନୁଷ୍ଠିତ ଏହି
Read More...

ଷ୍ଟେଟ ବ୍ୟାଙ୍କର ବାର୍ଷିକ ଦିବସରେ ସ୍ୱେର୍ଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ବାରିପଦା କ୍ଲବ ପରିସରରେ ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ଅଫିସ, ବାରିପଦାର ବାର୍ଷିକ ଦିବସ ପାଳନ ଅବସରରେ ଏକ ସ୍ୱେର୍ଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବ୍ୟାଙ୍କର ଆଞ୍ଚଳିକ ମ୍ୟାନେଜର
Read More...

ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଡାଇରିଆ ପ୍ରତିରୋଧ : ରଥଯାତ୍ରା-୨୦୨୫ ପ୍ରସ୍ତୁତି ସମ୍ପର୍କିତ ସମୀକ୍ଷା ବୈଠକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷଠାରେ ମାନ୍ୟବର ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ବିଭାଗ, ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସମ୍ପ୍ରତି ବିଭିନ୍ନ ଜିଲ୍ଲାରେ ଦେଖାଯାଉଥିବା ହଇଜା ଝାଡାବାନ୍ତି
Read More...

ବାରିପଦା ପୌର ପାଳିକା ତରଫରୁ “ଏକ ପେଡ ମାଆ କେ ନାମ ” କାର୍ଯ୍ୟକ୍ରମର ଶୁଭାରମ୍ଭ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦା ପୌରପାଳିକା ଆନୁକୂଲ୍ୟରେ ସ୍ଥାନୀୟ ବେଲଗଡ଼ିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ "ଏକ ପେଡ, ମାଆ କେ ନାମ "( ମାଆ ପାଇଁ ଗଛଟିଏ ) କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ, ଗୃହ
Read More...

ବାରିପଦାଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ତତ୍ୱାବଧାନରେ ଜିଲ୍ଲା କ୍ରୀଡା ବିଭାଗ, ଜିଲ୍ଲା ପୋଲିସ ଓ ଅବକାରୀ ବିଭାଗ ତଥା ବାରିପଦା ପୌର ପାଳିକାଙ୍କ ମିଳିତ ସହଯୋଗରେ ବାରିପଦା ସ୍ଥିତ ଷ୍ଟାଡିଅମ ପଡିଆଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି
Read More...

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ରକ୍ତ ଶିକୁଳି ସଚେତନତା ଦିବସ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦାଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ କିଶୋର କୁମାର ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ବିଶ୍ଵ ରକ୍ତ ଶିକୁଳି ସଚେତନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଏକ ସଚେତନତା ସଭାର ମଧ୍ୟ ଆୟୋଜନ
Read More...

ଶାଳଗାଁଠାରେ ବିପର୍ଯ୍ୟୟ ମୁକାବିଲା ସାମୁହିକ ମକଡ୍ରିଲ ଅଭ୍ୟାସ କାର୍ଯ୍ୟକ୍ରମ

ବାରିପଦା, (ଦେବସ୍ମିତ ଚୌଧୁରୀ) : ରାଜ୍ୟ ବିପର୍ଯ୍ୟୟ ପରିଚାଳନା କତୃପକ୍ଷ ତଥା ଜିଲ୍ଲା ଓ ବ୍ଲକ ପ୍ରଶାସନ, ବନ୍ୟା ଆଶ୍ରୟସ୍ଥଳୀ ପରିଚାଳନା ଓ ରକ୍ଷଣାବେକ୍ଷଣ କମିଟି ସହ ସଂକଳ୍ପର ମିଳିତ ଆନୁକୂଲ୍ୟରେ ବଡ଼ସାହି ବ୍ଲକର ଶାଳଗାଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀଠାରେ ପ୍ରାକୃତିକ ବିପର୍ଯ୍ୟୟ
Read More...

କୁଡୁମୀ ଛାତ୍ର ସେନର ବୈଠକ ଗତକାଲି ବେତନଟୀ ଡାକ ବଙ୍ଗଳାଠାରେ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ପ୍ରାୟତ ସବୁ ଜାତିଲୋକଙ୍କ ଇତିହାସ, ସଂସ୍କୃତି, ପରମ୍ପରା ବଞ୍ଚି ରହିଥିବା ବେଳେ, କିଛି ଜାତି ଲୋକଙ୍କ ସହିତ ୧୯୫୦ ମସିହାରେ ହୋଇଥିବା ଷଡଯନ୍ତ୍ର ବା ପ୍ରତାରଣାରର ଶିକାର ଆମ କୁଡୁମୀ ଜାତି ସହିତ ମଧ୍ୟ ହୋଇଛି । ସେଥିଲାଗି କୁଡୁମୀ ସେନା ଦୀର୍ଘ ୧୨ ବର୍ଷ
Read More...

ଜିଲ୍ଲାସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ତା ୧୮.୦୬.୨୦୨୫ ରିଖ ସକାଳ ୧୦.୦୦ ଘଟିକା ସମୟରେ ଜିଲ୍ଲା ସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଡେପୁଟି କଲେକ୍ଟର ଶ୍ରଦ୍ଧା ସୁମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମ୍ମାନିତ ଅତିଥି ଓ
Read More...