Browsing Tag

baripada news

ମୟୂରଭଞ୍ଜ ଆଇନ ମହାବିଦ୍ୟାଳୟରେ ‘ସୂଚନା ଅଧିକାର ଆଇନ’ ଉପରେ କର୍ମଶାଳା ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ତକତପୁରସ୍ଥିତ ମୟୂରଭଞ୍ଜ ଆଇନ ମହାବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସୂଚନା ଅଧିକାର ଆଇନ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି ତଥା ବ୍ୟବହାରିକ ଜ୍ଞାନ ବୃଦ୍ଧି ଉଦ୍ଦେଶ୍ୟରେ "ସୂଚନା ଅଧିକାର ଆଇନ -୨୦୦୫" ଶୀର୍ଷକ ଏକଦିବସୀୟ…
Read More...

ଗିରଫ ହେଲେ ବାରିପଦା ଟାଉନ ଥାନା ସବ ଇନ୍ସିପେକ୍ଟର ପ୍ରଭାତ ନାୟକ

ବାରିପଦା, (କେପିଏନ୍‌ଏସ୍‌) : ଗିରଫ ହେଲେ ବାରିପଦା ଟାଉନ ଥାନା ସବ ଇନ୍ସିପେକ୍ଟର ପ୍ରଭାତ ନାୟକ, ସୂଚନା ଦେଲେ ବାରିପଦା ଏଡିପିଓ । ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନଥାନା କାର୍ଯ୍ୟରତ ସବ-ଇନସପେକ୍ଟର ପ୍ରଭାତ ନାୟକଙ୍କ ନାମରେ ଲଭ-ସେକ୍ସ୍-ଧୋକା ଅଭିଯୋଗ ଆଣିଥିଲେ ପୁରୀ ଅଂଚଳର ଯୁବତୀ ।…
Read More...

ଶିକ୍ଷାନୁଷ୍ଠାନରେ ଅଗ୍ନି ନିରାପତ୍ତା ସୁଦୃଢ଼ୀକରଣ ପାଇଁ ଜିଲ୍ଲାସ୍ତରୀୟ କର୍ମଶାଳା

ସମସ୍ତ ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର ଓ ଦକ୍ଷତା ବିକାଶ କେନ୍ଦ୍ରର ସମନ୍ୱିତ ଯାଞ୍ଚ ପାଇଁ ତଦାରଖ ଓ ପ୍ରବର୍ତ୍ତନ ଦଳ ଗଠନ ବାରିପଦା, (ଦେବସ୍ମିତା ଚୌଧୁରୀ) : ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀଙ୍କ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ପ୍ରଦାନ କରି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ,…
Read More...

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ

ମୋଟ ୨୬୪ ଗୋଟି ଅଭିଯୋଗର ହେଲା ଶୁଣାଣି୧୪ ଅଭିଯୋଗର ତତକ୍ଷଣାତ୍ ସମାଧାନ ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦାରେ ପୂର୍ବନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ…
Read More...

ବାରିପଦା ଷ୍ଟାଡିୟମରେ ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ସୁସ୍ଥ ଓ ଚାପମୁକ୍ତ ଜୀବନ ପାଇଁ ନିୟମିତ ଯୋଗାଭ୍ୟାସ କରିବାକୁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଆହ୍ୱାନ ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଷ୍ଟାଡିୟମଠାରେ ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ଏହି ଅବସରରେ ଗୃହ ଓ ନଗର ଉନ୍ନୟନ…
Read More...

ମାରିସାର ଦାବି ପୂରଣ ହେଲା, କାର୍ଯ୍ୟକ୍ଷମ ହେଲା ପିଆରଏମ୍ ମେଡିକାଲ୍ କଲେଜ୍ ଓ ହସ୍ପିଟାଲ୍

ଅର୍ଜୁନ ମୁର୍ମୁଙ୍କ ଆନ୍ଦୋଳନ ପରେ କାର୍ଯ୍ୟକ୍ଷମ ହେଲା ପିଆରଏମ ମେଡିକାଲ୍ମୁଖ୍ୟମନ୍ତ୍ରୀଙ୍କୁ ମାରିସାର କୃତଜ୍ଞତା ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡିଶାର ସର୍ବାଙ୍ଗୀନ ଉନ୍ନତିର ଆବାହକ, କର୍ଣ୍ଣଧାର ମୁଖ୍ୟମନ୍ତ୍ରୀ । ତେବେ ସ୍ୱାସ୍ଥ୍ୟ କ୍ଷେତ୍ରରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ…
Read More...

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଠାରୁ ସମ୍ମାନିତ ହେଲେ ନିୟମିତ ରକ୍ତଦାତା ଡଃ. ନିରୋଜ କୁମାର ପୋଥାଳ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡ଼ିଶାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସମର୍ପଣ ତରଫରୁ ପବିତ୍ର ପୁରୀଧାମ ଠାରେ ଏକ ବିରାଟ ରାଜ୍ୟସ୍ତରୀୟ ରକ୍ତଦାତା ସମାବେଶ ଓ ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ସମାବେଶରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ନିୟମିତ ରକ୍ତଦାତା ଓ ରକ୍ତଦାନ ପାଇଁ…
Read More...

ଜାତୀୟ ସ୍ତରୀୟ ଗୋଶାଳା କପ ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟର ୧୧ଶ ଦିନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ତୁଳସୀଚଉରା ଦୁର୍ଗାପୂଜା ପଡିଆରେ ଫ୍ରେଣ୍ଡସ ୟୁନିୟନ ଓ ଶ୍ରୀଦୁର୍ଗା ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ସ୍ତରୀୟ ଗୋଶାଳା କପ ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟର ୧୧ଶ ଦିନର ୧ମ ମ୍ୟାଚରେ ମହାକାଲ ଦଳ ୭ ଉଇକେଟରେ ରୁଦ୍ରାକ୍ଷ ଦଳକୁ…
Read More...

ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ ହେଲେ ବିଶିଷ୍ଟ ଅଭିନେତା ଚିନ୍ମୟ ଦାସ ପଟ୍ଟନାୟକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପରେ ଓଡିଶାର ପ୍ରତିଷ୍ଠିତ ନାଟ୍ୟସଂସ୍ଥା "ଶତାବ୍ଦୀର କଳାକାର" ର ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ୨୮ ତମ ଜାତୀୟ କଳିଙ୍ଗ ନାଟ୍ୟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦଯାପନୀ ସନ୍ଧ୍ୟାରେ ବିଶିଷ୍ଟ ଅଭିନେତା,…
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଉପଲକ୍ଷେ ବରିଷ୍ଠ ନାଗରିକଙ୍କ ସଚେତନତା କାର୍ଯ୍ୟକ୍ରମ

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ସହୀଦ ସ୍ମୃତି ଭବନରେ ଜିଲ୍ଲାସ୍ତରୀୟ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଉପଲକ୍ଷେ ବରିଷ୍ଠ ନାଗରିକଙ୍କ ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…
Read More...