Browsing Tag

baripada news

ବାରିପଦାଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ତତ୍ୱାବଧାନରେ ଜିଲ୍ଲା କ୍ରୀଡା ବିଭାଗ, ଜିଲ୍ଲା ପୋଲିସ ଓ ଅବକାରୀ ବିଭାଗ ତଥା ବାରିପଦା ପୌର ପାଳିକାଙ୍କ ମିଳିତ ସହଯୋଗରେ ବାରିପଦା ସ୍ଥିତ ଷ୍ଟାଡିଅମ ପଡିଆଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି
Read More...

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ରକ୍ତ ଶିକୁଳି ସଚେତନତା ଦିବସ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦାଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ କିଶୋର କୁମାର ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ବିଶ୍ଵ ରକ୍ତ ଶିକୁଳି ସଚେତନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଏକ ସଚେତନତା ସଭାର ମଧ୍ୟ ଆୟୋଜନ
Read More...

ଶାଳଗାଁଠାରେ ବିପର୍ଯ୍ୟୟ ମୁକାବିଲା ସାମୁହିକ ମକଡ୍ରିଲ ଅଭ୍ୟାସ କାର୍ଯ୍ୟକ୍ରମ

ବାରିପଦା, (ଦେବସ୍ମିତ ଚୌଧୁରୀ) : ରାଜ୍ୟ ବିପର୍ଯ୍ୟୟ ପରିଚାଳନା କତୃପକ୍ଷ ତଥା ଜିଲ୍ଲା ଓ ବ୍ଲକ ପ୍ରଶାସନ, ବନ୍ୟା ଆଶ୍ରୟସ୍ଥଳୀ ପରିଚାଳନା ଓ ରକ୍ଷଣାବେକ୍ଷଣ କମିଟି ସହ ସଂକଳ୍ପର ମିଳିତ ଆନୁକୂଲ୍ୟରେ ବଡ଼ସାହି ବ୍ଲକର ଶାଳଗାଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀଠାରେ ପ୍ରାକୃତିକ ବିପର୍ଯ୍ୟୟ
Read More...

କୁଡୁମୀ ଛାତ୍ର ସେନର ବୈଠକ ଗତକାଲି ବେତନଟୀ ଡାକ ବଙ୍ଗଳାଠାରେ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ପ୍ରାୟତ ସବୁ ଜାତିଲୋକଙ୍କ ଇତିହାସ, ସଂସ୍କୃତି, ପରମ୍ପରା ବଞ୍ଚି ରହିଥିବା ବେଳେ, କିଛି ଜାତି ଲୋକଙ୍କ ସହିତ ୧୯୫୦ ମସିହାରେ ହୋଇଥିବା ଷଡଯନ୍ତ୍ର ବା ପ୍ରତାରଣାରର ଶିକାର ଆମ କୁଡୁମୀ ଜାତି ସହିତ ମଧ୍ୟ ହୋଇଛି । ସେଥିଲାଗି କୁଡୁମୀ ସେନା ଦୀର୍ଘ ୧୨ ବର୍ଷ
Read More...

ଜିଲ୍ଲାସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ତା ୧୮.୦୬.୨୦୨୫ ରିଖ ସକାଳ ୧୦.୦୦ ଘଟିକା ସମୟରେ ଜିଲ୍ଲା ସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଡେପୁଟି କଲେକ୍ଟର ଶ୍ରଦ୍ଧା ସୁମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମ୍ମାନିତ ଅତିଥି ଓ
Read More...

ହାତୀ ଆକ୍ରମଣରେ ଜଣେ ମୃତ : ଜଣେ ଗୁରୁତର

ବାରିପଦା : ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ରାସଗୋବିନ୍ଦପୁର ରେଞ୍ଜ ଅନ୍ତର୍ଗତ ନଳଗଜା ପଞ୍ଚାୟତ ଉକାଶୋଳ ଗାଁର ନାଗି ହାଁସଦା ଏବଂ ଗୁରୁତର ଶୁଖିଲାଖାଳି ଗାଁର ବଡା ମୁର୍ମୁ ବୋଲି ଜଣାପଡ଼ିଛି । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବନାଞ୍ଚଳ
Read More...

ସାହାଣୀ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ଖେଳାଳି ଚୟନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡିଶା ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ଆନ୍ତଃ ଜିଲ୍ଲା ସିନିୟର ଉଭୟ ପୁରୁଷ ଓ ମହିଳା ଫୁଟବଲ ଟୁର୍ଣ୍ଣାମେଣ୍ଟ ଜୁଲାଇ ମାସରେ ଅନୁଷ୍ଠିତ ହେବାକୁ ଯାଉଛି । ସେଥିପାଇଁ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଜିଲ୍ଲାର ଉଭୟ ପୁରୁଷ
Read More...

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ବାରିପଦାଠାରେ ଜିଲ୍ଲା ସ୍ତରୀୟ ଉତ୍ସବର ଦ୍ୱତୀୟ ଦିବସ କାର୍ଯ୍ୟକ୍ରମ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ବିକାଶ ମେଳା-୨୦୨୫ ଉପଲକ୍ଷେ ଆଜି ଜିଲ୍ଲାସ୍ତରୀୟ ଉତ୍ସବର ଦ୍ଵିତୀୟ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ଏହି ବର୍ଷ ପୂର୍ତ୍ତି ପାଳନ କ୍ରମରେ ବାରିପଦାସ୍ଥିତ କଲେଜ ପଡିଆଠାରେ ଜିଲ୍ଲାପାଳ
Read More...

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ବାରିପଦାଠାରେ ଜିଲ୍ଲା ସ୍ତରୀୟ ଉତ୍ସବ ଉଦଘାଟିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ଇତି ମଧ୍ୟରେ "ବିକାଶ ବାହନ" ଯାତ୍ରା ଜୁନ ୧୨ ତାରିଖରେ ଶୁଭାରମ୍ଭ ହେବା ସହିତ ବିକାଶ ମେଳା-୨୦୨୫ ଜୁନ ୧୨ ତାରିଖରେ ବାରିପଦା ସ୍ଥିତ ଛଉ ପଡିଆ ଠାରେ ଉଦଘାଟିତ ହୋଇସାରିଛି । ଆଜି ଏହି ବର୍ଷ ପୂର୍ତ୍ତି
Read More...

ବରିଷ୍ଠ ନାଗରିକ ସମିତି ବାରିପଦା ମୟୂରଭଞ୍ଜର ସ୍ୱତନ୍ତ୍ର ବୈଠକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ପୂର୍ବାହ୍ନ ୧୧ଘଟିକା ସମୟରେ ବରିଷ୍ଠ ନାଗରିକ ସମିତି, ବାରିପଦା, ମୟୂରଭଞ୍ଜର ଏକ ବିଶେଷ ଅଧିବେଶନ, ଅନୁଷ୍ଠାନର ସ୍ଥାୟୀ ସଭାପତି ଡ. ଯୋଗେନ୍ଦ୍ର ନାଥ ପଣ୍ଡାଙ୍କ ପୌରହିତ୍ୟରେ ମଧୁବନ ସ୍ଥିତ ମୟୂରଭଞ୍ଜ କେମିଷ୍ଟ ଓ ଡ୍ରାଗିଷ୍ଟ ଭବନରେ ଅନୁଷ୍ଠିତ
Read More...