Browsing Tag

baripada news

ବାରିପଦା ଉପଖଣ୍ଡ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ମୋଟ ୧୮୮ଗୋଟି ଅଭିଯୋଗର ହେଲା ଶୁଣାଣି ବାରିପଦା, (ଦେବସ୍ମିତ ଚୌଧୁରୀ) : ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ହେମକାନ୍ତ ସୟ ଭା. ପ୍ର. ସେ.ଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ
Read More...

ସରକାରୀ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସରକାରୀ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନ, ବାରିପଦା ପରିସରରେ ଜାତୀୟ ବିଜ୍ଞାନ ଦିବସ ପାଳନ କରାଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରଥିନ୍ଦ୍ରନାଥ ଘୋଷଙ୍କ ପୌରହିତ୍ୟରେ ଆୟୋଜିତ ଏହି ଦିବସରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ
Read More...

୧୨ତମ ଖିଚିଂ ମହୋତ୍ସବ ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦାନ କଲେ ମୁଖ୍ୟମନ୍ତ୍ରୀ

ଖିଚିଂ ପ୍ରସିଦ୍ଧ କିଚକେଶ୍ୱରୀ ମନ୍ଦିରର ବିକାଶ ଏବଂ ଉନ୍ନତିକରଣ ପାଇଁ ୫୦ କୋଟି ଟଙ୍କା ମଂଜୁର ଘୋଷଣା କଲେପାଞ୍ଚପୀଢ଼ ଉପଖଣ୍ଡ ପାଇଁ ପ୍ରାୟ ୬୫ କୋଟି ଟଙ୍କାର ୫୩ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ୧୨ ବର୍ଷରେ ପଦାର୍ପଣ କରିଥିବା ଖିଚିଂ ମହୋତ୍ସବ ଆଜି ସାରା ରାଜ୍ୟର ମନ
Read More...

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁୁରୀ) : ସ୍ଥାନୀୟ ମୁର୍ଗାବାଡି ସ୍ଥିତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ମୟୂରଭଞ୍ଜ ପରିସରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ପ୍ରମୋଦ କୁମାର ଡାକୁଆଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମସ୍ତ ଗୁରୁ,
Read More...

ଉଦଳା ଠାରେ ୩୭୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ ୫୨ ଗୋଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନପ୍ରାୟ ୨୭୫ କୋଟି ଟଙ୍କା ବିନିଯୋଗରେ ୧୦୬ ଟି ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନରାଜ୍ୟର ବିକାଶରେ କପ୍ତିପଦା ଉପଖଣ୍ଡରେ ହେବାକୁ ଥିବା ପ୍ରକଳ୍ପ ଗୋଟିଏ ନୂତନ ଫର୍ଦ୍ଦ
Read More...

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ଜିଲ୍ଲାରୁ ଶିରିଡି ନାସିକ ଅଭିମୁଖେ ଆଧ୍ୟାତ୍ମିକ ଯାତ୍ରା ଆରମ୍ଭ

ବାରିପଦା, (ଦେବସ୍ମିତ ଚୌଧୁରୀ) : ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ରାଜ୍ୟର ବରିଷ୍ଠ ନାଗରିକ ବିଶେଷ କରି ଯେଉଁ ମାନେ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ତଥା ଅନ୍ୟାନ୍ୟ ଆନୁସଙ୍ଗିକ ସମସ୍ୟା ହେତୁ ତୀର୍ଥ ଯାତ୍ରାରୁ ବଂଚିତ ହେଉଥିଲେ ସେମାନେ ବିଭିନ୍ନ ତୀର୍ଥ ସ୍ଥାନ ଦର୍ଶନ
Read More...

କେନ୍ଦ୍ରୀୟ ଟିମର ମୟୁରଭଞ୍ଜ ଜିଲ୍ଲା ଗସ୍ତ ଏବଂ କ୍ଷେତ୍ର ପରିଦର୍ଶନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଡି ଏମ. ଇ. ଓ.ର ପୂର୍ବତନ ଡାଇରେକ୍ଟର ଜେନେରାଲ ତଥା ବର୍ତ୍ତମାନ ନୀତିଆୟୋଗର ବରିଷ୍ଠ ଗବେଷକ ମି. ଶେଖର ବନୁ ଏବଂ ସାମାଜିକ ବିକାଶ ପରିଷଦର ପୂର୍ବତନ ନିର୍ଦ୍ଦେଶକ ମି. ଅଶୋକ ପଙ୍କଜକୁ ନେଇ ଗଠିତ ୨ ଜଣିଆ କେନ୍ଦ୍ରୀୟ ଟିମ ଗତକାଲି ମୟୁରଭଞ୍ଜ ଜିଲ୍ଲା ଗସ୍ତରେ
Read More...

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଗ୍ରୁପ ବି ର ୬ଷ୍ଠ ମ୍ୟାଚରେ ବି ଜେ ଏମ ସି ସି…

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଗ୍ରୁପ ବି ର ୬ଷ୍ଠ ମ୍ୟାଚରେ ବି ଜେ ଏମ
Read More...

ମୟୁରଭଞ୍ଜ ଜିଲ୍ଲାର ପ୍ରସିଦ୍ଧ ଚୈତ୍ର ପର୍ବ -୨୦୨୫ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୁରଭଞ୍ଜ ଜିଲ୍ଲାର ପ୍ରସିଦ୍ଧ ଚୈତ୍ର ପର୍ବ -୨୦୨୫ ପାଳନ ନେଇ ପ୍ରଶାସନ ତରଫରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ମହାତ୍ମାଗାନ୍ଧୀ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ରାଷ୍ଟ୍ରୀୟ ସ୍ତରରେ ସହରାଞ୍ଚଳ ଭୂମି ସର୍ବେକ୍ଷଣ “ନକ୍ସା” କାର୍ଯ୍ୟକ୍ରମର ଶୁଭାରମ୍ଭ

ମଧ୍ୟପ୍ରଦେଶ ରାଇସେନରୁ ମାନ୍ୟବର କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀଙ୍କ ଦ୍ୱାରା ହେଲା ଉଦ୍‌ଘାଟିତନିର୍ଭୁଲ ତଥ୍ୟ ସହିତ ସହରୀ ଭୂମିର ହେବ ସଠିକ ପରିଚୟଓଡିଶାର ୪ଟି ପୌରପାଳିକା ମଧ୍ୟରେ ବାରିପଦା ସହର ଯୋଜନାରେ ଅନ୍ତର୍ଭୁକ୍ତ ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ମଧ୍ୟପ୍ରଦେଶର
Read More...