Browsing Tag

baripada news

ରକ୍ତଦାନ କରି ଯୁବପିଢ଼ି ପାଇଁ ଉଦାହରଣ ସୃଷ୍ଟିକଲେ ବରିଷ୍ଠ ନାଗରିକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡିଶା ରକ୍ତ କେନ୍ଦ୍ର, ବାରିପଦା ପରିସରରେ ପ୍ରଥମଥର ପାଇଁ ଏକ ନିଆରା ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ୬୦ ବର୍ଷରୁ ଉର୍ଦ୍ଧ ବରିଷ୍ଠ ନାଗରିକମାନେ ରକ୍ତଦାନ କରି ଯୁବପିଢ଼ିମାନଙ୍କ ପାଇଁ ଉଦାହରଣ ସାଜିଲେ । ବୟସକୁ ଖାତିର…
Read More...

ସଦଭାବନା ସମିତିର ୫୫୪ତମ ମାସିକ ସନ୍ଥ ଦିବସ

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ସଦଭାବନା ସମିତି ଆନୁକୂଲ୍ୟରେ ତଥା ଭାରପ୍ରାପ୍ତ ଜିଲ୍ଲା ସଂସ୍କୃତି ଅଧିକାରୀ ଶୁଭାଶିଷ ନାୟକଙ୍କ ଆବାହକତ୍ୱରେ ସ୍ଥାନୀୟ ଗୋପବନ୍ଧୁ ଭବନ ଠାରେ ପବିତ୍ର ରାକ୍ଷୀ ପୂର୍ଣ୍ଣିମାରେ ୫୫୪ ତମ ମାସିକ ସନ୍ଥ ଦିବସ ପାଳିତ ହୋଇଯାଇଛି । ସଦସ୍ୟ…
Read More...

ଫାଇଲେରିଆ ନିରାକରଣ ନିମନ୍ତେ ସାମୁହିକ ଔଷଧ ସେବନ ଅଭିଯାନର ଶୁଭାରମ୍ଭ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ପୂର୍ବାହ୍ନରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ବାରିପଦା ପୌର ପାଳିକା ଅନ୍ତର୍ଗତ ମୁର୍ଗାବାଡି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଫାଇଲେରିଆ ନିରାକରଣ ନିମନ୍ତେ ସାମୁହିକ ଔଷଧ ସେବନ ଅଭିଯାନର ଶୁଭାରମ୍ଭ ପରିପ୍ରେକ୍ଷୀରେ ଆୟୋଜିତ…
Read More...

ରାଇରଙ୍ଗପୁରର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ସୁଚାରୁ କୁମାର ବଳଙ୍କ ଯୋଗଦାନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ରାଇରଙ୍ଗପୁରର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ସୁଚାରୁ କୁମାର ବଳ, ଓ. ପ୍ର. ସେ. (ଏସଏଜି). ଏଥି ପୂର୍ବରୁ ଶ୍ରୀ ବଳ ଓଡିଶା ସରକାରଙ୍କ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗରେ…
Read More...

ପୋଲିଙ୍ଗ ବୁଥ ନାମ ସ୍ଥାନ ଓ ନୂତନ ବୁଥ ସୃଷ୍ଟି ସମ୍ପର୍କରେ ବିଭିନ୍ନ ରାଜନୈତିକ ଦଳ ପ୍ରତିନିଧିମାନଙ୍କୁ ନେଇ ବୈଠକ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ମୟୁରଭଞ୍ଜ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକଷ୍ଠରେ ଅତିରିକ୍ତ ଜିଲ୍ଲାପାଳ ଇଶ୍ୱର ଚନ୍ଦ୍ର ନାଏକଙ୍କ ସଭାପତିତିତ୍ୱରେ ପୋଲିଙ୍ଗ ବୁଥ ଗୁଡିକର ଯୁକ୍ତିଯୁକ୍ତକରଣ ତଥା ନାମ, ସ୍ଥାନ ଓ ନୂତନ ବୁଥ ସୃଷ୍ଟି ସମ୍ପର୍କରେ ବିଭିନ୍ନ ରାଜନୈତିକ ଦଳର…
Read More...

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ

ମୋଟ ୨୬୧ଗୋଟି ଅଭିଯୋଗର ହେଲା ଶୁଣାଣି ବାରିପଦା, (ଦେବସ୍ମିତ ଚୌଧୁରୀ) : ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ପୂର୍ବାହ୍ନ ୧୦ଘଟିକା ସମୟରେ ମୟୂରଭଞ୍ଜ ଜିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ହେମକାନ୍ତ ସୟ ଭା.ପ୍ର. ସେଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ…
Read More...

ଗୃହ ନିର୍ମାଣ ଓ ନଗର ଉନ୍ନୟନଙ୍କ ଦ୍ୱାରା ହିତାଧିକାରୀଙ୍କୁ ଆବାସ ଯୋଜନା କାର୍ଯ୍ୟାଦେଶ : ଜଙ୍ଗଲ ଜମି ପଟ୍ଟା ଓ ଭୂମିହୀନ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦା ପୌରପାଳିକା ତରଫରୁ ପୌର ପାଳିକା ଅତିଥି ଭବନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହ ଯୋଜନା (ସହରୀ) -୨.୦ କାର୍ଯ୍ୟାଦେଶ, ଜଙ୍ଗଲ ଜମି ପଟ୍ଟା ଓ ଭୂମିହୀନ ପଟ୍ଟା ବଣ୍ଟନ ସମ୍ଭନ୍ଧୀୟ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ବାରିପଦା ପୌରପାଳିକା…
Read More...

ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଦାବୀ ପତ୍ର

ବାରିପଦା, (ଦେବସ୍ମିତ ଚୌଧୁରୀ) : ପୁରୁଣା ପେନସନ ଯୋଜନା ପାଇଁ ଜାତୀୟ ଆନ୍ଦୋଳନ, ମୟୂରଭଞ୍ଜ ଶାଖା ତରଫରୁ ସମ୍ମାନନୀୟ ପ୍ରଧାନମନ୍ତ୍ରୀ ଓ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ନୂତନ ପେନସନ ଓ ଏକିକୃତ ପେନସନ ଯୋଜନା ଉଚ୍ଛେଦ କରି ପୁରୁଣା ପେନସନ ଲାଗୁ କରିବା ପାଇଁ ମୟୂରଭଞ୍ଜ…
Read More...

ଜିଲ୍ଲା ଆରକ୍ଷୀ ବିଭାଗ ଓ ଜିଲ୍ଲା ବନ ବିଭାଗ ପକ୍ଷରୁ ବୃକ୍ଷ ରୋପଣ ଅଭିଯାନ ୨୦୨୫

" ମା ପାଇଁ ଗଛ ଟିଏ -୨.୦ " ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦା ସ୍ଥିତ ରିଜର୍ଭ ପୋଲିସ ପ୍ୟାରେଡ ପଡିଆଠାରେ ଜିଲ୍ଲା ଆରକ୍ଷୀ ବିଭାଗ ଏବଂ ଜିଲ୍ଲା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ମିଳିତ ଆନୁକୂଲ୍ୟରେ ଏକ ବୃକ୍ଷ ରୋପଣ ଅଭିଯାନ -୨୦୨୫ "ମା ପାଇଁ ଗଛଟିଏ"…
Read More...

ଓରମାସ ତରଫରୁ ମୟୂର ଶିଳ୍ପ ଆଉଟଲେଟ ସମ୍ମୁଖରେ ନିଆରା ରାକ୍ଷୀ ଷ୍ଟଲ ଉଦଘାଟିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଗକୁ ଆସୁଛି ପାରମ୍ପରିକ ପର୍ବ ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଉତ୍ସବ । ତେଣୁ ରାକ୍ଷୀ ପାଇଁ ଗହଳଚହଳ ହେଲାଣି ବଜ଼ାର । ଜିଲ୍ଲାର ସଦର ମହକୁମା ବାରିପଦାରେ ଭଳିକିଭଳି ରାକ୍ଷୀ ସମ୍ଭାରରେ ସଜେଇହେବାରେ ଲାଗିଛି ବିଭିନ୍ନ ଷ୍ଟଲ । ଏହି ପରିପ୍ରେକ୍ଷୀରେ…
Read More...