Browsing Tag

baripada news

୧ମ ବାର୍ଷିକ ଡିଆରକେ କପ ଦିବାରାତ୍ର ୨୦-୨୦ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୨ୟ ଦିନ

ରାଫେଲ ରୋକେଟ୍ସ ୮ ଉଇକେଟରେ ବିଜୟୀ ବାରିପଦା, (ଦେବସ୍ମିତ ଚୌଧୁରୀ) : ମଧୁବନ ମିନି ଷ୍ଟାଡିୟମରେ ଡି ଆର କେ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୧ମ ବାର୍ଷିକ ଡି ଆର କେ କପ ଦିବାରାତ୍ର ୨୦ - ୨୦ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୨ୟ ଦିନର ମ୍ୟାଚରେ ରାଫେଲ ରୋକେଟ୍ସ ପରି ଚାଲେଞ୍ଜର୍ସକୁ ୮ ଉଇକେଟରେ
Read More...

ମୟୁରଭଞ୍ଜ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟ ପରିଚାଳନା କମିଟି ବୈଠକ-୨୦୨୫ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ସ୍ଥାନୀୟ ମୁର୍ଗାବାଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସାରସକଣା
Read More...

ବାରିପଦାରେ ବିଶ୍ୱ ପରିବେଶ ଦିବସ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବିଶ୍ଵ ପରିବେଶ ଦିବସ ଉପଲକ୍ଷେ ଜିଲ୍ଲା ପରିବେଶ ସମିତି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରଯାଇଥିଲା । ଜିଲ୍ଲା ପରିବେଶ ସମିତିର ସେକ୍ରେଟାରୀ ତଥା ବାରିପଦା ବନଖଣ୍ଡ ଅଧିକାରୀଙ୍କ ପକ୍ଷରୁ ବାରିପଦା କଚେରୀ ମାର୍କେଟ ଠାରେ ସକାଳ ୮ ଘଟିକା ସମୟରେ
Read More...

ବିଶ୍ଵ ପରିବେଶ ଦିବସ ଉପଲକ୍ଷେ ଜିଲ୍ଲା ପରିବେଶ ସମିତି ପକ୍ଷରୁ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବିଶ୍ଵ ପରିବେଶ ଦିବସ ଉପଲକ୍ଷେ ଜିଲ୍ଲା ପରିବେଶ ସମିତି ପକ୍ଷରୁ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ବାରିପଦା ବନଖଣ୍ଡ କାର୍ଯ୍ୟାଳୟର ସଂକଳ୍ପ ହଲରେ ଆୟୋଜନ କରଯାଇଥିଲା । ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପର ନିର୍ଦ୍ଦେଶକ ତଥା ଆର୍‌ସିସିଏଫ୍‌ ଡକ୍ଟର ପ୍ରକାଶ ଚାନ୍ଦ
Read More...

ସନ୍ତରଣ ଏବଂ ପାଣିରେ ବୁଡ଼ିଯିବା ଜନିତ ମୃତ୍ୟୁ ମୁଖରୁ ବଞ୍ଚିବାର ମୌଳିକ କୌଶଳ ତାଲିମ କାର୍ଯ୍ୟକ୍ରମ

ବାରିପଦା, (ଦେବସ୍ମିତ ଚୌଧୁରୀ ) : ଆଜି ୧୦.୦୦ ଘଟିକା ସମୟରେ ଜିଲ୍ଲାସ୍ତରୀୟ ସପ୍ତ ଦିବସୀୟ ସନ୍ତରଣ ଏବଂ ପାଣିରେ ବୁଡ଼ିଯିବା ଜନିତ ମୃତ୍ୟୁ ମୁଖରୁ ବଞ୍ଚିବାର ମୌଳିକ କୌଶଳ, ପ୍ରଥମ ବ୍ୟାଚର ତାଲିମ କାର୍ଯ୍ୟକ୍ରମ ଲକ୍ଷ୍ମୀପୋଷି ସ୍ଥିତ ଓଏସଏପି, ପଞ୍ଚମ ବାଟାଲିୟନର ସମ୍ମିଳନୀ କକ୍ଷରେ ଜିଲ୍ଲା
Read More...

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ମୋଟ ୧୯୧ଗୋଟି ଅଭିଯୋଗର ହେଲା ଶୁଣାଣି ବାରିପଦା, (ଦେବସ୍ମିତ ଚୌଧୁରୀ) : ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ସକାଳ ୭ଘଟିକା ସମୟରେ ମୟୂରଭଞ୍ଜ ଜିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ହେମକାନ୍ତ ସୟ ଭା. ପ୍ର. ସେଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ
Read More...

ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ ତଥା ସଚେତନ କରାଇବା ନିମନ୍ତେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ…

ବାରିପଦା, ( ଦେବସ୍ମିତ ଚୌଧୁରୀ) : ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷଠାରେ ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ତଥା ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନ ଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି
Read More...

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦାଠାରେ ଜିଲ୍ଲା ମୂଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ ଅଧ୍ୟକ୍ଷତାରେ ବିଶ୍ଵ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଏକ ସଚେତନତା ଶୋଭାଯାତ୍ରା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ବାହାରି
Read More...

ନିରୋଜ ପୋଥାଳଙ୍କ ଜନ୍ମଦିନରେ ୬୬ ୟୁନିଟ ରକ୍ତ ସଂଗ୍ରହ : ରକ୍ତଦାତା ହେଲେ ସମ୍ବର୍ଦ୍ଧିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସମୟ ଅନୁସାରେ ଜନ୍ମଦିନ ପାଳନ କରିବାର ଧାରା ମଧ୍ୟ ବଦଳୁଛି । ସେହି ଧାରାରେ ଡଃ ନିରୋଜ କୁମାର ପୋଥାଳ ଗତବର୍ଷ ପରି ଏବର୍ଷ ମଧ୍ୟ ନିଜ ଜନ୍ମଦିନରେ ଏକ ରକ୍ତଦାନ ଶିବିରର ଆୟୋଜନ କରଥିଲେ । ନାରାୟଣ ସେବା ଟ୍ରଷ୍ଟ ଓ ରେଡ ଗ୍ରୀନ ଫାଉଣ୍ଡେସନର ମିଳିତ
Read More...

ରଥଯାତ୍ରା ୨୦୨୫ ସମ୍ପର୍କିତ ସମନ୍ୱୟ ବୈଠକ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା-୨୦୨୫ ସମ୍ପର୍କିତ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପାଲ୍ଲୀ ଓ ବାରିପଦା
Read More...