Browsing Tag

baripada news

ପିଆରଏମ ଏମସିଏଚରେ ଅନ୍ତଃବିଭାଗ ଚିକିତ୍ସା ବ୍ୟବସ୍ଥା କାର୍ଯ୍ୟକ୍ଷମ ପାଇଁ ମାରିସାର ଦାବୀ

କାର୍ଯ୍ୟକ୍ଷମ ନ ହେଲେ ଆନ୍ଦୋଳନ ନିଷ୍ପତ୍ତି ବାରିପଦା, (ଦେବସ୍ମିତ ଚୌଧୁରୀ) : ପଣ୍ଡିତ ରଘୁନାଥ ମୁର୍ମୁ ଭେଷଜ ମହାବିଦ୍ୟାଳୟ ଏବଂ ହସ୍ପିଟାଲକୁ ରଙ୍ଗା ମାଟିଆ ସ୍ଥିତ ନୂତନ ଶିକ୍ଷାଦାନ ହସ୍ପିଟାଲକୁ ସୁଗମ ସ୍ଥାନାନ୍ତର ଏବଂ ସେଠାରେ କାର୍ଯ୍ୟକ୍ଷମତାକୁ ଦୃଷ୍ଟିରେ ରଖି ମାସ୍ ଆଦିବାସୀ
Read More...

ବେଶ ଚର୍ଚ୍ଚାରେ ଓଡ଼ିଆ ଚଳଚିତ୍ର “ତୁମେ ନଥିଲେ”

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଅଂଶୁମାନ ପ୍ରଡକସନ୍ ତଥା ଚିନ୍ମୟ ଦାସ ପଟ୍ଟନାୟକଙ୍କ ରଚିତ ଓ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର " ତୁମେ ନଥିଲେ " ଏବେ ବେଶ୍ ଲୋକପ୍ରିୟତା ହାସଲ କରି ମୟୁରଭଞ୍ଜର ଏକମାତ୍ର ସିନେମା ହଲ୍ ରକ୍ସିରେ ପୂର୍ଣ୍ଣ ପ୍ରେକ୍ଷାଳୟରେ ଆଗେଇ ଚାଲିଛି । ନିଚ୍ଛକ
Read More...

“ପ୍ରେସ କାଉନସିଲ ଅଫ ଇଣ୍ଡିଆ ” କିମ୍ବା ଏହାର ହିନ୍ଦୀ ଅନୁବାଦ ” ଭାରତୀୟ ପ୍ରେସ ପରିଷଦ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ପ୍ରେସ କାଉନ୍ସିଲ୍ ଅଫ୍ ଇଣ୍ଡିଆ ହେଉଛି ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ଏକ ବୈଧାନିକ ଅଙ୍ଗ, ଯାହାକି 'ପ୍ରେସ କାଉନ୍ସିଲ୍ ଆକ୍ଟ, ୧୯୭୮ ଅନୁଯାୟୀ ଗଠିତ । ଏହାର ଦୁଇଟି ମୁଖ୍ୟ ଉଦ୍ଦେଶ୍ୟ ହେଉଛି – ପ୍ରେସର ସ୍ୱାଧୀନତାକୁ ସୁରକ୍ଷିତ
Read More...

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୬ଷ୍ଠ ଦିନର ଖେଳ (ଟିମ – ଏ ୪ ଉଇକେଟରେ ବିଜୟୀ)

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୬ଷ୍ଠ ଦିନର ଖେଳରେ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ - ଏ, ଟିମ - ବି
Read More...

ବୈଜ୍ଞାନିକ ହୋଇ ଦେଶର ସେବା କରିବା ପାଇଁ ସଂକଳ୍ପ ବଦ୍ଧ ସ୍ୱାଧୀନ

ବାରିପଦା, (ଦେବସ୍ମିତ ଚୌଧୁରୀ) : କପ୍ତିପଦା ବ୍ଲକ ଅନ୍ତର୍ଗତ ବଡଖଲାଡି ଗ୍ରାମରେ ସାମାଜିକ କର୍ମୀ ଗଦାଧର ବେହେରା ଓ ଶିକ୍ଷୟତ୍ରୀ ମମତାରାଣୀ ପୃଷ୍ଟିଙ୍କ ପୁତ୍ର ସ୍ୱାଧୀନ ୨୦୦୧ ମସିହାରେ ଜନ୍ମଗ୍ରହଣ କରି ପରବର୍ତ୍ତୀ ସମୟରେ ରାଇରଙ୍ଗପୁର ବ୍ଲକର କୁଲେଇଶିଳା ପ୍ରାଥମିକ ବିଦ୍ୟାଳୟରେ,
Read More...

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୫ମ ଦିନର ଖେଳ (ଟିମ – ଇ ୪୬ ରନରେ ବିଜୟୀ)

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୫ମ ଦିନର ଖେଳରେ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ - ଇ, ଟିମ
Read More...

ସ୍ୱାସ୍ଥ୍ୟ ବିଭାଗର ଜିଲ୍ଲା ସ୍ତରୀୟ ଆନ୍ତଃ ସମନ୍ଵୟ କମିଟି ବୈଠକ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ୱାସ୍ଥ୍ୟ ବିଭାଗ ଅଧିନସ୍ଥ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଆନ୍ତଃ ସମନ୍ଵୟ କମିଟି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ାଃ ପ୍ରଭାତ
Read More...

ମାନ୍ୟବର ମନ୍ତ୍ରୀ ଆଇନ ପୂର୍ତ୍ତ ଅବକାରି ପୃଥ୍ଵୀରାଜ ହରିଚନ୍ଦନଙ୍କ ମୟୂରଭଞ୍ଜ ଗସ୍ତ

ଉନ୍ନୟନ ମୂଳକ ପ୍ରକଳ୍ପ କାର୍ଯ୍ୟର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ କଲେ ସମୀକ୍ଷା ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ମାନ୍ୟବର ମନ୍ତ୍ରୀ ଆଇନ, ପୂର୍ତ୍ତ ଓ ଅବକାରୀ, ଓଡିଶା ସରକାର ପୃଥ୍ଵୀରାଜ ହରିଚନ୍ଦନ ମୟୂରଭଞ୍ଜ ଜିଲ୍ଲାକୁ ୨ଦିନିଆ ଗସ୍ତରେ ଆସି ଅପରାହ୍ନରେ ଜିଲ୍ଲାପାଳଙ୍କ
Read More...

ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୬ଷ୍ଠ ଦିନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୬ଷ୍ଠ ଦିନର ପ୍ରଥମ ମ୍ୟାଚ ଦ୍ଵିତୀୟ ସେମିଫାଇନାଲ ମ୍ୟାଚରେ ଫ୍ରେଣ୍ଡସ ଉଇନାଇଟେଡ଼ଫୁଟବଲ କ୍ଲବ, ଗୋପୀବଲ୍ଲଭପୁର ଶିମିଳିପାଳ ଫୁଟବଲ କ୍ଲବ, ଭୋଳାଗଡ଼ିଆକୁ
Read More...

ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୪ର୍ଥ ଦିନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୪ର୍ଥ ଦିନର ପ୍ରଥମ ମ୍ୟାଚରେ ସିଂ ବ୍ରଦର୍ସ ଫୁଟବଲ କ୍ଲବ ଉଇନାଇଟେଡ଼ ଫୁଟବଲ କ୍ଲବକୁ ୩ - ୦ ଗୋଲରେ ପରାସ୍ତ କରିଥିଲା । ଲଖଣ ମୁର୍ମୁ, ଦଶରଥ ହେମ୍ବ୍ରମ ଓ
Read More...