Browsing Tag

baripada news

ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୫ମ ଦିନର ଖେଳ (ଟିମ – ଇ ୪୬ ରନରେ ବିଜୟୀ)

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୫ମ ଦିନର ଖେଳରେ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ - ଇ, ଟିମ
Read More...

ସ୍ୱାସ୍ଥ୍ୟ ବିଭାଗର ଜିଲ୍ଲା ସ୍ତରୀୟ ଆନ୍ତଃ ସମନ୍ଵୟ କମିଟି ବୈଠକ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ୱାସ୍ଥ୍ୟ ବିଭାଗ ଅଧିନସ୍ଥ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଆନ୍ତଃ ସମନ୍ଵୟ କମିଟି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ାଃ ପ୍ରଭାତ
Read More...

ମାନ୍ୟବର ମନ୍ତ୍ରୀ ଆଇନ ପୂର୍ତ୍ତ ଅବକାରି ପୃଥ୍ଵୀରାଜ ହରିଚନ୍ଦନଙ୍କ ମୟୂରଭଞ୍ଜ ଗସ୍ତ

ଉନ୍ନୟନ ମୂଳକ ପ୍ରକଳ୍ପ କାର୍ଯ୍ୟର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ କଲେ ସମୀକ୍ଷା ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ମାନ୍ୟବର ମନ୍ତ୍ରୀ ଆଇନ, ପୂର୍ତ୍ତ ଓ ଅବକାରୀ, ଓଡିଶା ସରକାର ପୃଥ୍ଵୀରାଜ ହରିଚନ୍ଦନ ମୟୂରଭଞ୍ଜ ଜିଲ୍ଲାକୁ ୨ଦିନିଆ ଗସ୍ତରେ ଆସି ଅପରାହ୍ନରେ ଜିଲ୍ଲାପାଳଙ୍କ
Read More...

ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୬ଷ୍ଠ ଦିନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୬ଷ୍ଠ ଦିନର ପ୍ରଥମ ମ୍ୟାଚ ଦ୍ଵିତୀୟ ସେମିଫାଇନାଲ ମ୍ୟାଚରେ ଫ୍ରେଣ୍ଡସ ଉଇନାଇଟେଡ଼ଫୁଟବଲ କ୍ଲବ, ଗୋପୀବଲ୍ଲଭପୁର ଶିମିଳିପାଳ ଫୁଟବଲ କ୍ଲବ, ଭୋଳାଗଡ଼ିଆକୁ
Read More...

ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୪ର୍ଥ ଦିନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୪ର୍ଥ ଦିନର ପ୍ରଥମ ମ୍ୟାଚରେ ସିଂ ବ୍ରଦର୍ସ ଫୁଟବଲ କ୍ଲବ ଉଇନାଇଟେଡ଼ ଫୁଟବଲ କ୍ଲବକୁ ୩ - ୦ ଗୋଲରେ ପରାସ୍ତ କରିଥିଲା । ଲଖଣ ମୁର୍ମୁ, ଦଶରଥ ହେମ୍ବ୍ରମ ଓ
Read More...

ବାରିପଦା ଠାରେ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆତଙ୍କବାଦ ବିରୋଧୀ ଅଭିଯାନ ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଭାରତୀୟ ସେନା ବାହିନୀର ଦକ୍ଷତାକୁ ସମ୍ମାନ ଜଣାଇବା ତଥା ସେମାନଙ୍କ ମନୋବଳକୁ ଦୃଢ଼ କରିବା ଉଦେଶ୍ୟରେ ଆଜି ବାରିପଦାଠାରେ ଏକ ତ୍ରିରଙ୍ଗା ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୩ୟ ଦିନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୩ୟ ଦିନର ପ୍ରଥମ ମ୍ୟାଚରେ ଶିମିଳିପାଳ ଫୁଟବଲ କ୍ଲବ ବିନ୍ଦୁସାଗର ଫୁଟବଲ କ୍ଲବକୁ ୫ - ୦ ଗୋଲରେ ପରାସ୍ତ କରିଥିଲା । ଦଳ ପକ୍ଷରୁ ଟିକି ହେମ୍ବ୍ରମ ୨ଟି,
Read More...

ସମସ୍ୟା ଘେରରେ ମହାରାଜା ଶ୍ରୀରାମଚନ୍ଦ୍ର ବିଶ୍ୱ ବିଦ୍ୟାଳୟ ଓଡ଼ିଆ ଜାଗରଣ ମଞ୍ଚ ପକ୍ଷରୁ : ମୁଖ୍ୟମନ୍ତ୍ରୀଙ୍କୁ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ଓଡ଼ିଆ ଜାଗରଣ ମଞ୍ଚର ପ୍ରତିଷ୍ଠାତା ସମ୍ପାଦକ ଶରତ ଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ମୟୁରଭଞ୍ଜ ଅତିରିକ୍ତ ଜିଲ୍ଲାପାଳଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମହାରାଜା ଶ୍ରୀରାମଚନ୍ଦ୍ର ବିଶ୍ୱ ବିଦ୍ୟାଳୟର ବିଭିନ୍ନ ସମସ୍ୟା
Read More...

ସମାଜସେବୀ ଅସୀମ ସାରଙ୍କୁ ମିଳିଲା ଡକ୍ଟରେଟ ଉପାଧି

ବାରିପଦା, (ଦେବସ୍ମିତ ଚୌଧୁରୀ) : ନାଗପୁର ସ୍ଥିତ ଗ୍ଲୋବାଲ ଆନ୍ତର୍ଜାତୀୟ ଫାଉଣ୍ଡେସନ ଟିମ ଆନୁକୂଲ୍ୟରେ ଗୁରୁଦେବ ରବୀନ୍ଦ୍ର ନାଥ ଟାଗୋରଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ ସମାଜରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତିବିଶେଷଙ୍କୁ ବିଭିନ୍ନ ସମ୍ମାନରେ ସମ୍ମାନିତ
Read More...

ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୨ୟ ଦିନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ମହେଶ ଦାସ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟର ୨ୟ ଦିନର ପ୍ରଥମ ମ୍ୟାଚରେ କିସାନ ବ୍ରଦର୍ସ ଦଳ ରୟାଲ ଟାଇଗର୍ସ ଦଳକୁ ଟାଇ ବ୍ରେକର ଜରିଆରେ ୪-୩ ଗୋଲରେ ପରାସ୍ତ କରିଥିଲା । ଦ୍ଵିତୀୟ ମ୍ୟାଚରେ ଅଲଡ଼ ଇଜ ଗୋଲଡ଼ ଦଳ
Read More...