Browsing Tag

baripada news

ଜିଲ୍ଲାସ୍ତରୀୟ ପୋଷଣ ପକ୍ଷ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ-୨୦୨୫ ପାଳିତ ହୋଇଯାଇଛି । ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିହାରିକା ମହାନ୍ତିଙ୍କ ତତ୍ୱାବଧାନରେ
Read More...

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଜିଲ୍ଲାରୁ ଦ୍ଵିତୀୟ ପର୍ଯ୍ୟାୟରେ ଅଯୋଧ୍ୟା-ବାରଣାସୀ ଅଭିମୁଖେ ଆଧ୍ୟାତ୍ମିକ…

ବାରିପଦା, (ଦେବସ୍ମତି ଚୌଧୁରୀ) : ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ରାଜ୍ୟର ବରିଷ୍ଠ ନାଗରିକ ବିଶେଷ କରି ଯେଉଁମାନେ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ତଥା ଅନ୍ୟାନ୍ୟ ଆନୁସଙ୍ଗିକ ସମସ୍ୟା ହେତୁ ତୀର୍ଥଯାତ୍ରାରୁ ବଂଚିତ ହେଉଥିଲେ ସେମାନେ ବିଭିନ୍ନ ତୀର୍ଥସ୍ଥାନ ଦର୍ଶନ
Read More...

ବାରିପଦା ଠାରେ ଜିଲ୍ଲା ସ୍ତରୀୟ ବାବାସାହେବ ଡ଼କ୍ଟର ବି.ଆର.ଆମ୍ବେଦକରଙ୍କ ଜୟନ୍ତୀ -୨୦୨୫ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭାରତର ସମ୍ବିଧାନ ପ୍ରଣେତା ତଥା ସାମାଜିକ ସଂସ୍କାରକ ଓ ମହାନ ରାଷ୍ଟ୍ରନୀତିଜ୍ଞ ଭାରତରତ୍ନ ବାବାସାହେବ ଡ଼କ୍ଟର ଭୀମ ରାଓ ରାମଜୀ ଆମ୍ବେଦକର ଜନ୍ମ ଜୟନ୍ତୀ ଜିଲ୍ଲା ପ୍ରଶାସନ ତତ୍ୱାବଧାନରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ବାରିପଦା ପୌରପାଳିକାଙ୍କ
Read More...

ଜାତୀୟ ଶିକ୍ଷାନୀତି ଉପରେ ଆଲୋଚନା ଚକ୍ର

ବାରିପଦା, (ଦେବସ୍ମିତ ଚୌଧୁରୀ) : କିଟ ଭୁବନେଶ୍ୱର ଆନୁକୂଲ୍ୟରେ ବାରିପଦାର ଆରୟାନ ଇଣ୍ଟରନ୍ୟାସନାଲ ସ୍ମାର୍ଟ ସ୍କୁଲ, ସେଣ୍ଟ ଜାବିୟାର ହାୟାର ସେକଣ୍ଡାରୀ ସ୍କୁଲ ଓ ସେଣ୍ଟ ଏନିସ କନଭେଣ୍ଟ ସ୍କୁଲରେ ଜାତୀୟ ଶିକ୍ଷାନୀତି ତଥା କ୍ୟାରିୟର କାଉନସିଲିଂ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି ।
Read More...

୧ମ ବାର୍ଷିକ ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ୧ମ ବାର୍ଷିକ ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଶେଷ ଦିନର ୧ମ ସେମିଫାଇନାଲ ମ୍ୟାଚ୍‌ରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ମା' ତାରିଣୀ କ୍ଲବକୁ ୨-୦ ଗୋଲରେ
Read More...

ଜିଲ୍ଲାସ୍ତରୀୟ ୧୫ ବର୍ଷରୁ କମ ଆନ୍ତଃ କ୍ଲବ ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଷ୍ଟାଡିୟମ ପଡିଆରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ତଥା ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଏସୋସିଏସନ, ଓଡିଶାର ସହଯୋଗରେ ଜିଲ୍ଲା ସ୍ତରୀୟ ୧୫ ବର୍ଷରୁ କମ ଫୁଟବଲ ଟୁର୍ଣ୍ଣାମେଣ୍ଟ
Read More...

ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ମୋଟ ୧୧୦ଗୋଟି ଅଭିଯୋଗର ହେଲା ଶୁଣାଣି ବାରିପଦା, (ଦେବସ୍ମିତ ଚୌଧୁରୀ) : ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ସକାଳ ୭ ଘଟିକା ସମୟରେ ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ
Read More...

ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ବର୍ଣ୍ଣବୋଧ ବଣ୍ଟନ ସହ “ବର୍ଣ୍ଣବୋଧ ଉତ୍ସବ” ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ତାରିଖ ୦୧.୦୪.୨୦୨୫ ଠାରୁ ୧୪.୦୪.୨୦୨୫ ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରାଯାଉଛି ।
Read More...

ନୂତନ ରୂପରେ ଆୟୋଜିତ ହେବ ଚୈତ୍ର ପର୍ବର ପାରମ୍ପରିକ ଛଉ ନୃତ୍ୟ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଚଳିତ ବର୍ଷ ଜିଲ୍ଲା ପ୍ରଶାସନ ତରଫରୁ ପ୍ରସିଦ୍ଧ ଚୈତ୍ର ପର୍ବକୁ ଏକ ଅଭିନଵ ଢଙ୍ଗରେ ଆୟୋଜନ କରିବା ପାଇଁ ସ୍ଥିର କରାଯାଇଛି । ଏହି ପ୍ରସିଦ୍ଧ ପାରମ୍ପରିକ ଉତ୍ସବର ମୌଳିକତାକୁ ଅକ୍ଷୁର୍ଣ୍ଣ ରଖି ଦର୍ଶକ ମାନଙ୍କ ପାଇଁ ଏହାକୁ ଅଧିକ ଆକର୍ଷଣୀୟ କରିବା ତଥା
Read More...

ମୟୁରଭଞ୍ଜ ଜିଲ୍ଲା କଂଗ୍ରେସ ତରଫରୁ “ଉତ୍କଳ ଦିବସ” ମହାସମାରୋହରେ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ପ୍ରଦେଶ କଂଗ୍ରେସର ଆହ୍ଵାନ କ୍ରମେ ଆଜି ମୟୁରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ମୟୁରଭଞ୍ଜ ଜିଲ୍ଲା କଂଗ୍ରେସ ତରଫରୁ "ଉତ୍କଳ ଦିବସ" ମହାସମାରୋହରେ ପାଳନ କରାଯାଇଛି । ସକାଳ ୯ଟା ସମୟରେ ଉତ୍କଳ ନିର୍ମାତା ଉତ୍କଳ ଗୌରବ ମଧୁସୂଦନ ଦାସ ଓ ଉତ୍କଳମଣି
Read More...