Browsing Tag

baripada news

ଜିଲ୍ଲାସ୍ତରୀୟ ୧୫ ବର୍ଷରୁ କମ ଆନ୍ତଃ କ୍ଲବ ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଷ୍ଟାଡିୟମ ପଡିଆରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ତଥା ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଫୁଟବଲ ଏସୋସିଏସନ, ଓଡିଶାର ସହଯୋଗରେ ଜିଲ୍ଲା ସ୍ତରୀୟ ୧୫ ବର୍ଷରୁ କମ ଫୁଟବଲ ଟୁର୍ଣ୍ଣାମେଣ୍ଟ
Read More...

ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ମୋଟ ୧୧୦ଗୋଟି ଅଭିଯୋଗର ହେଲା ଶୁଣାଣି ବାରିପଦା, (ଦେବସ୍ମିତ ଚୌଧୁରୀ) : ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ସକାଳ ୭ ଘଟିକା ସମୟରେ ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ
Read More...

ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ବର୍ଣ୍ଣବୋଧ ବଣ୍ଟନ ସହ “ବର୍ଣ୍ଣବୋଧ ଉତ୍ସବ” ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ତାରିଖ ୦୧.୦୪.୨୦୨୫ ଠାରୁ ୧୪.୦୪.୨୦୨୫ ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରାଯାଉଛି ।
Read More...

ନୂତନ ରୂପରେ ଆୟୋଜିତ ହେବ ଚୈତ୍ର ପର୍ବର ପାରମ୍ପରିକ ଛଉ ନୃତ୍ୟ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଚଳିତ ବର୍ଷ ଜିଲ୍ଲା ପ୍ରଶାସନ ତରଫରୁ ପ୍ରସିଦ୍ଧ ଚୈତ୍ର ପର୍ବକୁ ଏକ ଅଭିନଵ ଢଙ୍ଗରେ ଆୟୋଜନ କରିବା ପାଇଁ ସ୍ଥିର କରାଯାଇଛି । ଏହି ପ୍ରସିଦ୍ଧ ପାରମ୍ପରିକ ଉତ୍ସବର ମୌଳିକତାକୁ ଅକ୍ଷୁର୍ଣ୍ଣ ରଖି ଦର୍ଶକ ମାନଙ୍କ ପାଇଁ ଏହାକୁ ଅଧିକ ଆକର୍ଷଣୀୟ କରିବା ତଥା
Read More...

ମୟୁରଭଞ୍ଜ ଜିଲ୍ଲା କଂଗ୍ରେସ ତରଫରୁ “ଉତ୍କଳ ଦିବସ” ମହାସମାରୋହରେ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ପ୍ରଦେଶ କଂଗ୍ରେସର ଆହ୍ଵାନ କ୍ରମେ ଆଜି ମୟୁରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ମୟୁରଭଞ୍ଜ ଜିଲ୍ଲା କଂଗ୍ରେସ ତରଫରୁ "ଉତ୍କଳ ଦିବସ" ମହାସମାରୋହରେ ପାଳନ କରାଯାଇଛି । ସକାଳ ୯ଟା ସମୟରେ ଉତ୍କଳ ନିର୍ମାତା ଉତ୍କଳ ଗୌରବ ମଧୁସୂଦନ ଦାସ ଓ ଉତ୍କଳମଣି
Read More...

ଅଭିନେତା ଉତ୍ତମଙ୍କ ସ୍ତୁତିରେ ଜନ୍ମ ମାଟିରେ ଜିଲ୍ଲାସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା

ମୟୂରଭଞ୍ଜ ମହୋତ୍ସବ କମିଟି ପକ୍ଷରୁ ସ୍ମରଣୀୟ କାର୍ଯ୍ୟକ୍ରମ ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ମାଟିର ସୁଯୋଗ୍ୟ ସନ୍ତାନ ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁପରଷ୍ଟାର ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ତୁତିରେ ଶୁକ୍ରବାର ଜିଲ୍ଲାସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି ।
Read More...

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ବାଙ୍ଗରିପୋଷୀ ଓ ବିଶୋଇ ବ୍ଲକର କ୍ଷତିଗ୍ରସ୍ତ ଅଂଚଳ ପରିଦର୍ଶନ

ପ୍ରଭାବିତ ଲୋକଙ୍କୁ ଅତିଶୀଘ୍ର ସମସ୍ତ ପ୍ରକାର ସରକାରୀ ସହାୟତା ପ୍ରଦାନ କରାଯିବ ବାରିପଦା, (ଦେବସ୍ମିତ ଚୌଧୁରୀ) : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଆସି ଗତ ୨୦-୦୩-୨୦୨୫ ରିଖ ପ୍ରବଳ କୁଆପଥର ଝଡ଼ରେ କ୍ଷତିଗ୍ରସ୍ତ ହୋଇଥିବା
Read More...

କ୍ଷତିଗ୍ରସ୍ତ ଲୋକମାନଙ୍କୁ ସରକାରୀ ସହାୟତା : ଜିଲ୍ଲା ପ୍ରଶାସନର ସୂଚନା

ବାରିପଦା, (ଦେବସ୍ମିତ ଚୌଧୁରୀ) : ଗତକାଲି ତା ୨୦-୦୩-୨୦୨୫ରିଖ କୁଆପଥରଝଡ଼ ଯୋଗୁଁ ପ୍ରାଥମିକ ଆକଳନ ଅନୁସାରେ ଜିଲ୍ଲାର ବାଙ୍ଗରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ ପ୍ରଭାବିତ ହୋଇଛନ୍ତି । ଏଥିରେ ୩୫୦ଟି କଚ୍ଚା ଘର
Read More...

ସୂଚନା ଅଧିକାର ଆଇନ-୨୦୦୫ ସମ୍ପର୍କୀତ ଜିଲ୍ଲା ସ୍ତରୀୟ କର୍ମଶାଳା-ତଥା ପ୍ରଶିକ୍ଷଣ ଶିବିର

ବାରିପଦା, (ଦେବସ୍ମିତ ଚୌଧୁରୀ) : ସୂଚନା ଅଧିକାର ଆଇନର ୨୦୦୫ର ଅଧିନିୟମର ପୂର୍ଣ୍ଣାଙ୍ଗ କାର୍ଯ୍ୟନ୍ଵୟନ ଉଦ୍ଦେଶ୍ୟରେ ଆଜି ବାରିପଦା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଜିଲ୍ଲା ସ୍ତରୀୟ କର୍ମଶାଳା ତଥା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଓଡିଶା
Read More...

ଜିଲ୍ଲା ସ୍ତରୀୟ ଶିକ୍ଷଣ-ଶିକ୍ଷାଦାନ ସାମଗ୍ରୀ ପ୍ରଦର୍ଶନୀ ଉଦ୍‌ଯାପିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ମୟୂରଭଞ୍ଜରେ ଦୁଇଦିନିଆ ଜିଲ୍ଲା ସ୍ତରୀୟ ଶିକ୍ଷଣ-ଶିକ୍ଷାଦାନ ସାମଗ୍ରୀ ପ୍ରଦର୍ଶନୀ ଉଦ୍‌ଯାପିତ ହୋଇଯାଇଛି । ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରମୋଦ କୁମାର ଡ଼ାକୁଆଙ୍କର ପୌରୋହିତ୍ୟରେ ଆୟୋଜିତ
Read More...