Browsing Tag

baripada news

ମୟୂରଭଞ୍ଜ ସାହିତ୍ୟ ପରିଷଦର ୪୦ ତମ ବାର୍ଷିକୋତ୍ସବ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମୟୂରଭଞ୍ଜ ସାହିତ୍ୟ ପରିଷଦର ୪୦ତମ ବାର୍ଷିକୋତ୍ସବ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆୟୋଜିତ ହୋଇଯାଇଛି । ପୂର୍ବାହ୍ନରେ ପରିଷଦର ପତାକା ଉତ୍ତୋଳନ ପରେ ଉଦ୍‌ଘାଟନୀ ପର୍ବ ପରିଷଦର ସଭାପତି ପଦ୍ମନାଭ ସାହୁଙ୍କ
Read More...

ଅଲିମ୍ପିକ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଲିମ୍ପିକ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଦ୍ୟାଳୟର ୧ମ ରୁ ୮ମ ଶ୍ରେଣୀର ଛାତ୍ରଛାତ୍ରୀ ଓ ନିକଟସ୍ଥ ବନମାଳୀ ସରକାରୀ ପ୍ରାଥମିକ
Read More...

ବାରିପଦା ମୁଖ୍ୟ ଚିକିତ୍ସାଳୟରୁ ପିଲା ଚୋରି ଅଭିଯୋଗ

ବାରିପଦା : ବାରିପଦା ମୁଖ୍ୟ ଚିକିତ୍ସାଳୟରେ ପିଲା ଚୋରି ଅଭିଯୋଗରେ ଜଣେ ମହିଳାଙ୍କୁ ଅଟକ ରଖିଛି ପୋଲିସ । ମହିଳା ଜଣକ ରାସଗୋବିନ୍ଦପୁର ଥାନା ଝିଙ୍କିରିଆ ଗାଁର ବୋଲି ଜଣାପଡିଛି । ମିଳିଥିବା ଖବର ଅନୁସାରେ, ବାରିପଦା ମୁଖ୍ୟ ଡାକ୍ତରଖାନାରୁ ଶୁନଗଡିଆ ଅଞ୍ଚଳର ସେଖ କମରୁଦ୍ଦିନଙ୍କ ୨
Read More...

ବାରିପଦା ଠାରେ ପାଳିତ ହେଲା ୫୧ତମ ବିଶ୍ୱ ଆନ୍ତର୍ଜାତୀୟ ମହିଳା ଦିବସ

ଦିବସକୁ ସ୍ମରଣୀୟ କରିବା ପାଇଁ ରାଜ୍ୟ ସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଡିବିଟି ଜରିଆରେ ପ୍ରଦାନ କରାଗଲା ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତିରାଜ୍ୟରେ ଏକ କୋଟିରୁ ଅଧିକ ମହିଳା ଡିବିଟି ଜରିଆରେ ପାଇଲେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତିମୟୁରଭଞ୍ଜ ଜିଲ୍ଲାରେ ୫, ୯୨, ୭୯୯ଜଣ
Read More...

ମୟୁରଭଞ୍ଜ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ

ମୋଟ ୨୪୮୪ଟି ମାମଲାର ଫଇସଲା ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ମୟୁରଭଞ୍ଜ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବାରିପଦା ଠାରେ ଜିଲ୍ଲା ଦୌରା ଜଜ୍‌ଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଲୋକ ଅଦାଲତରେ ମୋଟ ୧୧୮୭୦ଗୋଟି ମାମଲା
Read More...

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

ବାରିପଦା, (ଦେବସ୍ମିତ ଚୌଧୁରୀ) : ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷର ଅଧ୍ୟକ୍ଷ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଆଭାସୀ ମାଧ୍ୟମରେ ଏକ ପ୍ରାକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗ୍ରୀଷ୍ମ ପ୍ରବାହରେ ଯେପରି ସାଧାରଣ
Read More...

ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ରର ଉନ୍ନତିକରଣ ଏବଂ ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ରର ଶୁଭ ଉଦ୍‌ଘାଟନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ଜିଲ୍ଲା ପ୍ରଶାସନର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ବାରିପଦା ସ୍ଥିତ ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପରିସରରେ ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ରର ଉନ୍ନତିକରଣ ଏବଂ ନୂତନ ଅତ୍ୟାଧୁନିକ ପୁନର୍ବାସ
Read More...

ବାପାକୁ ହତ୍ୟା କରି ମୁଣ୍ଡ କାଟି ନେଲା ପୁଅ

ବାରିପଦା : ପୁଅ ନା ସୈତାନ ବାପାକୁ ହତ୍ୟା କରି ମୁଣ୍ଡ କାଟି ନେଲା ପୁଅ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟାଇ ବାପାର କଟାମୁଣ୍ଡ ଧରି ରାସ୍ତାରେ ବୁଲିଲା ପୁଅ । ମୟୁରଭଞ୍ଜ ଜିଲ୍ଲା ଚାନ୍ଦୁଆ ଥାନା ଅନ୍ତର୍ଗତ ଚାନ୍ଦୁଆ ଗ୍ରାମରେ ଘଟିଛି ଏଭଳି ବିଭତ୍ସ ହତ୍ୟାକାଣ୍ଡ । ଖବର ଅନୁସାରେ ଚାନ୍ଦୁଆ ଗାଁର
Read More...

ବାରିପଦା ଉପଖଣ୍ଡ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ମୋଟ ୧୮୮ଗୋଟି ଅଭିଯୋଗର ହେଲା ଶୁଣାଣି ବାରିପଦା, (ଦେବସ୍ମିତ ଚୌଧୁରୀ) : ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ହେମକାନ୍ତ ସୟ ଭା. ପ୍ର. ସେ.ଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ
Read More...

ସରକାରୀ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସରକାରୀ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନ, ବାରିପଦା ପରିସରରେ ଜାତୀୟ ବିଜ୍ଞାନ ଦିବସ ପାଳନ କରାଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରଥିନ୍ଦ୍ରନାଥ ଘୋଷଙ୍କ ପୌରହିତ୍ୟରେ ଆୟୋଜିତ ଏହି ଦିବସରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ
Read More...