Browsing Tag

baripada news

ଜାତୀୟ ଅସ୍ମିତା ରଗଵୀରେ ଫ୍ୟୁଚର ଷ୍ଟାର ସ୍ପୋର୍ଟସ ଏକାଡେମୀ ଖେଳାଳିଙ୍କ ଚମତ୍କାର ପ୍ରଦର୍ଶନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ସ୍ତରୀୟ "ଅସ୍ମିତା ରଗଵୀ ଲିଗ" ରେ ଓଡିଶାର ୧୫ ବର୍ଷରୁ କମ, ୧୮ ବର୍ଷରୁ କମ ଓ ସିନିୟର ମହିଳା ବର୍ଗ ଦଳ ଚମ୍ପିୟାନ ହୋଇ ଇତିହାସ ରଚିଛନ୍ତି । ଓଡିଶା ସିନିୟର ଦଳରେ ମୟୂରଭଞ୍ଜ ଫ୍ୟୁଚର ଷ୍ଟାର ସ୍ପୋର୍ଟସ
Read More...

ପି ସି ପୁର ସ୍କୁଲରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ : କ୍ୟାନ୍ସରକୁ ହରାଇବା କିନ୍ତୁ ହାରିବା ନାହିଁ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବିଶ୍ୱ କ୍ୟାନ୍ସର ଦିବସ ଅବସରରେ ସାରା ବିଶ୍ୱରେ ଏହି ରୋଗର ପ୍ରଭାବ, ପ୍ରତିରୋଧ ଓ ଚିକିତ୍ସା ଉପରେ ଗୁରୁତ୍ୱ ଦେଇ ସଚେତନତା ବୃଦ୍ଧି କରିବା ପାଇଁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ । ଭାରତରେ ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ କର୍କଟ ରୋଗରେ
Read More...

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ କର୍କଟ ଦିବସ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଠାରେ ବିଶ୍ଵ ତମାଖୁ କର୍କଟ ଦିବସ ପାଳନ କରାଯାଇଛି । ଏଥିରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଏକ ସଚେତନତା ଶୋଭାଯାତ୍ରା ବାରିପଦା ସହର ପରିକ୍ରମା କରି ମୁଖ, ସ୍ତନ ଓ ଜରାୟୁ କର୍କଟ ରୋଗ ସମ୍ବନ୍ଧରେ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା
Read More...

ବାରିପଦାର ଇଏସ୍‌ଆଇ ଡିସପେନ୍ସରୀରେ ମେଗା ସ୍ୱାସ୍ଥ୍ୟ ଶିବିରର ସଫଳ ପରିଚାଳନା

ବାରିପଦା, (ଦେବସ୍ମିତ ଚୌଧୁରୀ) : ବୀମାପ୍ରାପ୍ତ ବ୍ୟକ୍ତି ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ବ୍ୟାପକ ସ୍ୱାସ୍ଥ୍ୟସେବା ଯୋଗାଇବା ଲକ୍ଷ୍ୟରେ ୧ ଫେବୃଆରୀ ୨୦୨୬ ରେ ଇଏସ୍‌ଆଇ ଡିସପେନ୍ସରୀ, ବାରିପଦା ଦ୍ୱାରା ଏକ ମେଗା ସ୍ୱାସ୍ଥ୍ୟ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଥିଲା । ଏହି ସ୍ୱାସ୍ଥ୍ୟ
Read More...

ଜାତୀୟ ସ୍ତରୀୟ ଦିବାରାତ୍ର ଗୋଶାଲା କପ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପାଇଁ ଖେଳାଳି ନିଲାମ ପ୍ରକ୍ରିୟା ଶେଷ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ତୁଳସୀଚଉରା ଦୁର୍ଗାପୂଜା ପଡିଆରେ ଫ୍ରେଣ୍ଡସ ୟୁନିୟନ ଓ ଶ୍ରୀ ଦୁର୍ଗା ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ୨ୟ ବାର୍ଷିକ ଜାତୀୟ ସ୍ତରୀୟ ଦିବାରାତ୍ର ଗୋଶାଳା କପ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଚଳିତ ମାସ ୧୫ ତାରିଖରୁ ମାର୍ଚ୍ଚ ୫ ତାରିଖ ମଧ୍ୟରେ ଅନୁଷ୍ଠିତ
Read More...

୨୭ତମ ଇଉଫୋରିଆ -୨୬ ଉଦଯାପିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଯୁବ ପ୍ରତିଭାମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ କଳାକୁ ଲୋକଲୋଚନକୁ ଆଣିବାରେ ଦି ଇଉଫୋରିଆ ଅନୁଷ୍ଠାନ ୨୭ ବର୍ଷ ଧରି ତାର ପ୍ରଚେଷ୍ଟାରେ ଲାଗି ରହିଛି । ରାଜ୍ୟସ୍ଥରୀୟ ଆନ୍ତମହାବିଦ୍ୟାଳୟ ସାଂସ୍କୃତିକ ମହୋତ୍ସବ ଇଉଫୋରିଆ -୨୦୨୬ ବିଗତ ୪ ଦିନ ଧରି ସ୍ଥାନୀୟ
Read More...

ଜାତୀୟ ସର୍ବ କନିଷ୍ଠ ଖୋ ଖୋ ପ୍ରତିଯୋଗିତା ପାଇଁ ଓଡିଶା ଦଳରେ ଦୁଇ ଭାଇ ଲବ ଓ କୁଶ

ବାରିପଦା, (ଦେବସ୍ମିତ ଚୌଧୁରୀ) : କୁରୁକ୍ଷେତ୍ର, ହରିୟାଣା ଠାରେ ଅନୁଷ୍ଠିତ ହେବାକୁ ଥିବା ୩୫ ତମ ସର୍ବ କନିଷ୍ଠ ଜାତୀୟ ଖୋ ଖୋ ପ୍ରତିଯୋଗିତାରେ ଓଡିଶା ଦଳରେ ସ୍ଥାନ ପାଇ ନିଜ ବିଦ୍ୟାଳୟ, ଅଂଚଳ ତଥା ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ଜଗତସିଂହପୁର ଠାରେ ଅନୁଷ୍ଠିତ ୧୭ ତମ ରାଜ୍ୟ ସ୍ତରୀୟ
Read More...

ବାରିପଦା ଠାରେ ଜିଲ୍ଲା ସ୍ତରୀୟ ଶହୀଦ ଦିବସ -୨୦୨୬ ପାଳିତ

ସ୍ୱାଧୀନତା ପାଇଁ ପ୍ରାଣବଳି ଦେଇଥିବା ଶହୀଦମାନଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ ଏବଂ "ଦୁଇ ମିନିଟ ନୀରବ ପ୍ରାର୍ଥନା" ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ତରଫରୁ ୧୧ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷଠାରେ
Read More...

ରାଷ୍ଟ୍ରପତିଙ୍କ ଗସ୍ତ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ

ତ୍ରୁଟିଶୂନ୍ୟ ପରିଚାଳନାକୁ ଗୁରୁତ୍ୱ ବାରିପଦା, (ଦେବସ୍ମିତ ଚୌଧୁରୀ) : ଆସନ୍ତା ଫେବୃଆରୀ ୪ ରୁ ୬ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାକୁ ନେଇ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ
Read More...

ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିଦାୟ ଓ ନୂତନ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମହେନ୍ଦ୍ର ନାଥ ସାମଲଙ୍କ ଅବସର ଗ୍ରହଣ ପୂର୍ବକ ଏକ ଭାବାବେଗ ବିଦାୟ କାଳୀନ କାର୍ଯ୍ୟକ୍ରମ ବ୍ୟାଙ୍କ ପରିସରରେ ଆୟୋଜିତ ହୋଇଥିଲା । ଏହି ଅବସରରେ
Read More...