ଶୁଳିଆପଦା ଠାରେ ମନ୍ତ୍ରୀ ଡଃ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
୩୨୮ଟି ଅଭିଯୋଗର ଶୁଣାଣି କଲେ ମନ୍ତ୍ରୀ, ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ଦେଲେ ନିର୍ଦ୍ଦେଶ
ଶୁଳିଆପଦା/ବାରିପଦା, (ଦେବସ୍ମିତ ଚୌଧୁରୀ) : ଓଡିଶା ସରକାରଙ୍କ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କ୍ୟାବିନେଟ ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ, ଡଃ.!-->!-->!-->…
Read More...
Read More...