Browsing Tag

baripada news

ଭିଜିଲାନ୍ସ ଜାଲରେ ବାରିପଦା ଟାଉନ ଥାନା ଏଏସ୍‌ଆଇ

ବାରିପଦା : ଭିଜିଲାନ୍ସ ଜାଲରେ ବାରିପଦା ଟାଉନ ଥାନା ଏଏସ୍‌ଆଇ ରାମଚନ୍ଦ୍ର ସୋରେନ । ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ବାରିପଦା ଭିଜିଲାନ୍ସ ବିଭାଗ । ବାରିପଦା ଭିଜିଲାନ୍ସ ଆଡିସନାଲ ଏସ୍‌ପି ହରେକୃଷ୍ଣ ମାଝୀଙ୍କ ନେତୃତ୍ୱରେ ଯାଇଥିବା ଟିମ୍ ଏଏସ୍‌ଆଇଙ୍କୁ ଧରିଥିବା ଜଣାପଡିଛି ।
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୨ ସ୍କୁଟି ଆରୋହୀ ମୃତ

ବାରିପଦା : ଜାତୀୟ ରାଜପଥ-୧୮ର ପାଲବଣୀ ବାଇପାସ୍ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ୍ ମାଡ଼ିଯିବାରୁ ଦୁଇ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ରାତି ପ୍ରାୟ ସାଢେ ୧୧ଟା ବେଳେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି । ଦୁଇମୃତକ
Read More...

ପଡ଼ିଆରୁ ମହିଳାଙ୍କ ମୃତଦେହ ଉଦ୍ଧାର

ବାରିପଦା : ବାରିପଦା ସଦର ଥାନା ଅନ୍ତର୍ଗତ ରଜାବସା ପଡ଼ିଆରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ବାରିପଦା ସଦର ଥାନା ଅଧିକାରୀଣି ମଧୁସ୍ମିତା ମହାନ୍ତି ସଦଳବଳେ ରବିବାର ସକାଳୁ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ମୃତ ମହିଳା ଜଣକ ହେଲେ
Read More...

ବାରିପଦା ସହରରେ ବୁଲୁଛି ବାଘ

ବାରିପଦା : ବାରିପଦା ସହରରେ ବୁଲୁଛି ବାଘ । ବନ ବିଭାଗ ହାତରୁ ଖସିଯାଇଥିବା ବାଘ ବାରିପଦା ସହର ମୁହାଁ ହୋଇଛି । ଖାଦ୍ୟ ଅନ୍ୱେଷଣରେ ଶିମିଳିପାଳ ଅଭୟାରଣ୍ୟରୁ ବାଘଟି ସହର ଭିତରକୁ ପଶି ଆସିଥିବା କୁହାଯାଉଛି । ତେବେ ସହରରେ ବାଘ ଖବର ଶୁଣି ଲୋକେ ଆତଙ୍କିତ ହୋଇଯାଇଛନ୍ତି ।
Read More...

ଦ୍ୱାରଶୁଣି ଘାଟିରେ ଦୁର୍ଘଟଣା

ବାରିପଦା : ବାରିପଦା ବାଙ୍ଗିରିପୋଷି ସ୍ଥିତ ଦ୍ଵାରଶୁଣି ଘାଟିରେ ଦୁର୍ଘଟଣା ଘଟିଥିବା ଖବର ମିଳିଛି । ସୂଚନା ଅନୁଯାୟୀ ଏକ ଟ୍ରକ ଘାଟି ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତକଡ଼କୁ ଓଲଟି ପଡିଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଯାଇଛି । ଏ ପର୍ଯ୍ୟନ୍ତ
Read More...

ବାରିପଦା ଏମ୍‌କେସି ହାଇସ୍କୁଲରେ ପଶିଲା ଦନ୍ତାହାତୀ

ବାରିପଦା : ବାରିପଦା ଏମ୍‌କେସି ହାଇସ୍କୁଲରେ ପଶିଲା ଦନ୍ତାହାତୀ । ଏମ୍‌କେସି ହାଇସ୍କୁଲ ସହ ବିଭିନ୍ନ ଅଞ୍ଚଳରେ ବୁଲୁଛି ହାତୀ । ପୋଲିସ ଓ ବନ ବିଭାଗ ପକ୍ଷରୁ ହାତୀକୁ ଘଉଡାଇବାକୁ ଉଦ୍ୟମ ଜାରି ରହିଛି । ଭୋରରୁ ସ୍କୁଲର ମୁଖ୍ୟ ଫାଟକକୁ ଲାଗି ରହିଥିବା ଛୋଟ ଫାଟକକୁ ଭାଙ୍ଗି ଭିତରକୁ ପଶି
Read More...

ବିଦ୍ୟାଳୟରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାରିପଦା : ବିଦ୍ୟାଳୟରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଖବର ମିଳିଛି । ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦର ଗ୍ରାମ ପଞ୍ଚାୟତ ଅଁଳାଗୁଞ୍ଜା ଗ୍ରାମରେ ଥିବା ସରସ୍ୱତୀ ଉଚ୍ଚ ବିଦ୍ୟାଳୟ ପରିସରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ଛାତ୍ର ଜଣକ
Read More...

ଏସ୍‌ଟିପିଏଫ୍ ହାତରେ ଶିମିଳିପାଳର ଦୁଇ ଶିକାରୀ

ବାରିପଦା : ଏସ୍‌ଟିପିଏଫ୍ ହାତରେ ଶିମିଳିପାଳର ଦୁଇ ଶିକାରୀ । ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ଡିଭିଜନର ପୋଡ଼ାଡିହା ରେଞ୍ଜରେ ବନ ବିଭାଗର କର୍ମଚାରୀମାନେ ପେଟ୍ରୋଲିଂ କରୁଥିବା ସମୟରେ ଶିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କୁ ଧରିଥିଲେ । ଶିକାର କରିବା ଉଦ୍ଦେଶ୍ୟରେ ରଖାଯାଇଥିବା
Read More...

ବାଙ୍ଗିରିପୋଷି ଘାଟି ଉପରେ ଟ୍ୟାଙ୍କର-ଟ୍ରକ୍ ଧକ୍କା

ବାରିପଦା : ଆଜି ସକାଳୁ ୪୯ ନମ୍ୱର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା । ବାଙ୍ଗିରିପୋଷି ଘାଟି ଉପରେ ଘଟିଛି ଏହି ଦୁର୍ଘଟଣା । ତେଲ ଟ୍ୟାଙ୍କର ଓ ଟ୍ରକ୍ ମଧ୍ୟରେ ଧକ୍କା ହେବାରୁ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଛନ୍ତି । ତେଲ ଟ୍ୟାଙ୍କର ଜଳିଯିବା ସହ ଟ୍ୟାଙ୍କର ଡ୍ରାଇଭର ବି ଜଳିଯାଇଛନ୍ତି ।
Read More...

ମୟୂରଭଞ୍ଜ ଜିଲ୍ଲାରେ ଶୀତର ପ୍ରକୋପ : ଶିମିଳିପାଳରେ ସର୍ବନିମ୍ନ ୪ ଡିଗ୍ରୀ

ବାରିପଦା : ମୟୂରଭଞ୍ଜ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଉଥିବାରୁ ବୃଦ୍ଧାବୃଦ୍ଧ, ଶିଶୁ, ଗୃହପାଳିତ ପ୍ରାଣୀ ଓ ବନ୍ୟପ୍ରାଣୀମାନେ କଷ୍ଟ ଭୋଗୁଛନ୍ତି । ଏପରିକି ଜିଲ୍ଲାରେ ୧୦ ଡିଗ୍ରୀ ତଳେ ତାପମାତ୍ର ରହୁଥିବା ବେଳେ ଜୈବ ମଣ୍ଡଳ ଶିମିଳିପାଳରେ ପାରଦ ସର୍ବନିମ୍ନ ୪ ଡିଗ୍ରୀ ସେଲ୍‌ସିୟସ ରହିଛି ।
Read More...