Browsing Tag

baripada news

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ବାଙ୍ଗରିପୋଷୀ ଓ ବିଶୋଇ ବ୍ଲକର କ୍ଷତିଗ୍ରସ୍ତ ଅଂଚଳ ପରିଦର୍ଶନ

ପ୍ରଭାବିତ ଲୋକଙ୍କୁ ଅତିଶୀଘ୍ର ସମସ୍ତ ପ୍ରକାର ସରକାରୀ ସହାୟତା ପ୍ରଦାନ କରାଯିବ ବାରିପଦା, (ଦେବସ୍ମିତ ଚୌଧୁରୀ) : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଆସି ଗତ ୨୦-୦୩-୨୦୨୫ ରିଖ ପ୍ରବଳ କୁଆପଥର ଝଡ଼ରେ କ୍ଷତିଗ୍ରସ୍ତ ହୋଇଥିବା…
Read More...

କ୍ଷତିଗ୍ରସ୍ତ ଲୋକମାନଙ୍କୁ ସରକାରୀ ସହାୟତା : ଜିଲ୍ଲା ପ୍ରଶାସନର ସୂଚନା

ବାରିପଦା, (ଦେବସ୍ମିତ ଚୌଧୁରୀ) : ଗତକାଲି ତା ୨୦-୦୩-୨୦୨୫ରିଖ କୁଆପଥରଝଡ଼ ଯୋଗୁଁ ପ୍ରାଥମିକ ଆକଳନ ଅନୁସାରେ ଜିଲ୍ଲାର ବାଙ୍ଗରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ ପ୍ରଭାବିତ ହୋଇଛନ୍ତି । ଏଥିରେ ୩୫୦ଟି କଚ୍ଚା ଘର…
Read More...

ସୂଚନା ଅଧିକାର ଆଇନ-୨୦୦୫ ସମ୍ପର୍କୀତ ଜିଲ୍ଲା ସ୍ତରୀୟ କର୍ମଶାଳା-ତଥା ପ୍ରଶିକ୍ଷଣ ଶିବିର

ବାରିପଦା, (ଦେବସ୍ମିତ ଚୌଧୁରୀ) : ସୂଚନା ଅଧିକାର ଆଇନର ୨୦୦୫ର ଅଧିନିୟମର ପୂର୍ଣ୍ଣାଙ୍ଗ କାର୍ଯ୍ୟନ୍ଵୟନ ଉଦ୍ଦେଶ୍ୟରେ ଆଜି ବାରିପଦା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଜିଲ୍ଲା ସ୍ତରୀୟ କର୍ମଶାଳା ତଥା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଓଡିଶା…
Read More...

ଜିଲ୍ଲା ସ୍ତରୀୟ ଶିକ୍ଷଣ-ଶିକ୍ଷାଦାନ ସାମଗ୍ରୀ ପ୍ରଦର୍ଶନୀ ଉଦ୍‌ଯାପିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ମୟୂରଭଞ୍ଜରେ ଦୁଇଦିନିଆ ଜିଲ୍ଲା ସ୍ତରୀୟ ଶିକ୍ଷଣ-ଶିକ୍ଷାଦାନ ସାମଗ୍ରୀ ପ୍ରଦର୍ଶନୀ ଉଦ୍‌ଯାପିତ ହୋଇଯାଇଛି । ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରମୋଦ କୁମାର ଡ଼ାକୁଆଙ୍କର ପୌରୋହିତ୍ୟରେ ଆୟୋଜିତ…
Read More...

ମୟୂରଭଞ୍ଜ ସାହିତ୍ୟ ପରିଷଦର ୪୦ ତମ ବାର୍ଷିକୋତ୍ସବ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମୟୂରଭଞ୍ଜ ସାହିତ୍ୟ ପରିଷଦର ୪୦ତମ ବାର୍ଷିକୋତ୍ସବ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆୟୋଜିତ ହୋଇଯାଇଛି । ପୂର୍ବାହ୍ନରେ ପରିଷଦର ପତାକା ଉତ୍ତୋଳନ ପରେ ଉଦ୍‌ଘାଟନୀ ପର୍ବ ପରିଷଦର ସଭାପତି ପଦ୍ମନାଭ ସାହୁଙ୍କ…
Read More...

ଅଲିମ୍ପିକ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଲିମ୍ପିକ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଦ୍ୟାଳୟର ୧ମ ରୁ ୮ମ ଶ୍ରେଣୀର ଛାତ୍ରଛାତ୍ରୀ ଓ ନିକଟସ୍ଥ ବନମାଳୀ ସରକାରୀ ପ୍ରାଥମିକ…
Read More...

ବାରିପଦା ମୁଖ୍ୟ ଚିକିତ୍ସାଳୟରୁ ପିଲା ଚୋରି ଅଭିଯୋଗ

ବାରିପଦା : ବାରିପଦା ମୁଖ୍ୟ ଚିକିତ୍ସାଳୟରେ ପିଲା ଚୋରି ଅଭିଯୋଗରେ ଜଣେ ମହିଳାଙ୍କୁ ଅଟକ ରଖିଛି ପୋଲିସ । ମହିଳା ଜଣକ ରାସଗୋବିନ୍ଦପୁର ଥାନା ଝିଙ୍କିରିଆ ଗାଁର ବୋଲି ଜଣାପଡିଛି । ମିଳିଥିବା ଖବର ଅନୁସାରେ, ବାରିପଦା ମୁଖ୍ୟ ଡାକ୍ତରଖାନାରୁ ଶୁନଗଡିଆ ଅଞ୍ଚଳର ସେଖ କମରୁଦ୍ଦିନଙ୍କ ୨…
Read More...

ବାରିପଦା ଠାରେ ପାଳିତ ହେଲା ୫୧ତମ ବିଶ୍ୱ ଆନ୍ତର୍ଜାତୀୟ ମହିଳା ଦିବସ

ଦିବସକୁ ସ୍ମରଣୀୟ କରିବା ପାଇଁ ରାଜ୍ୟ ସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଡିବିଟି ଜରିଆରେ ପ୍ରଦାନ କରାଗଲା ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତିରାଜ୍ୟରେ ଏକ କୋଟିରୁ ଅଧିକ ମହିଳା ଡିବିଟି ଜରିଆରେ ପାଇଲେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତିମୟୁରଭଞ୍ଜ ଜିଲ୍ଲାରେ ୫, ୯୨, ୭୯୯ଜଣ…
Read More...

ମୟୁରଭଞ୍ଜ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ

ମୋଟ ୨୪୮୪ଟି ମାମଲାର ଫଇସଲା ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ମୟୁରଭଞ୍ଜ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବାରିପଦା ଠାରେ ଜିଲ୍ଲା ଦୌରା ଜଜ୍‌ଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଲୋକ ଅଦାଲତରେ ମୋଟ ୧୧୮୭୦ଗୋଟି ମାମଲା…
Read More...

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

ବାରିପଦା, (ଦେବସ୍ମିତ ଚୌଧୁରୀ) : ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷର ଅଧ୍ୟକ୍ଷ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଆଭାସୀ ମାଧ୍ୟମରେ ଏକ ପ୍ରାକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗ୍ରୀଷ୍ମ ପ୍ରବାହରେ ଯେପରି ସାଧାରଣ…
Read More...