ମୟୂରଭଞ୍ଜ ଗସ୍ତରେ ୫-ଟି ସଚିବ
ବାରିପଦା : ଆଜି ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସି ପହଞ୍ଚିଛନ୍ତି । ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଜିଲ୍ଲାର ଉଦଳା ଉଠଖଣ୍ଡ ଦେବକୁଣ୍ଡରେ ପହଞ୍ଚି ମା' ଅମ୍ବିକାଙ୍କ ଦର୍ଶନ କରିଥିଲେ । ଜିଲ୍ଲାପାଳ ବିନୀତ ଭରଦ୍ୱାଜ,!-->…
Read More...
Read More...