ପାଟ୍ରୋଲିଂ ବେଳେ ଶିକାରି ଗୁଳିରେ ଫରେଷ୍ଟ ଗାର୍ଡ ମୃତ
ବାରିପଦା : ବନବିଭାଗ ପକ୍ଷରୁ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ ପାଟ୍ରୋଲିଂ ଚାଲିଥିବା ସମୟରେ ଶିକାରୀଙ୍କ ଗୁଳିରେ ଗୁରୁତର ଆହତ ହେବା ପରେ ଜଣେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ବାରିପଦା ଭୁଗୁଡାକଟା ଅଞ୍ଚଳର ବିମଳ ଜେନା । ଘଟଣାଟି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ!-->…
Read More...
Read More...