ଆଦି କର୍ମଯୋଗୀ ଅଭିଯାନରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲ୍ଲାଭାବେ ମୟୂରଭଞ୍ଜ ସମ୍ମାନିତ
ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଦି କର୍ମଯୋଗୀ ଅଭିଯାନ ଅଧୀନରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲ୍ଲା ଭାବରେ ଉଲ୍ଲେଖନୀୟ ପ୍ରଦର୍ଶନ ଏବଂ ଉଦାହରଣୀୟ ଅବଦାନ ପାଇଁ ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରାଳୟ ଦ୍ୱାରା ସ୍ୱୀକୃତି ପ୍ରମାଣ ପତ୍ର ପ୍ରଦାନ କରାଯାଇଛି । ଶୁକ୍ରବାର!-->…
Read More...
Read More...