Browsing Tag

baripada news

ଜିଲ୍ଲାସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ବିଭାଗର ଆନୁକୂଲ୍ୟରେ ବାରିପଦା ସ୍ଥିତ ମହାରାଣୀ ପ୍ରେମ କୁମାରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଜିଲ୍ଲାସ୍ତରୀୟ ଶକ୍ତି ସଂରକ୍ଷଣ ଦିବସ ପାଳନ ଉପଲକ୍ଷେ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର
Read More...

ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭାରତ ସରକାରଙ୍କ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓ ସ୍ୱୀକୃତି ପ୍ରାପ୍ତ ଅନୁଷ୍ଠାନ ଜେ ଜେ ପି ଡି ଓର ସହଯୋଗରେ ସ୍ୱାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ନଭେମ୍ବର ୧୪ ଓ ୧୫ ତାରିଖ ଦିନ ସ୍ଥାନୀୟ
Read More...

ବାରିପଦା ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବାରିପଦା ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରଦର୍ଶନୀରେ ପ୍ରାଥମିକ ସ୍ତରରୁ ୩୫ଟି, ଉଚ୍ଚ ବିଦ୍ୟାଳୟ ସ୍ତରରୁ ୧୪୪ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଗୋଷ୍ଠୀ
Read More...

ବାରିପଦା ସଂଚାର ନିଗମ କର୍ଯ୍ୟାଳୟକୁ ପୂର୍ବ ପରି ସ୍ୱୟଂ ସମ୍ପୂର୍ଣ୍ଣ କରିବା ଦାବିରେ ଧାରଣା ଓ ପ୍ରତିବାଦ ସଭା

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସଂଚାର ନିଗମ କର୍ଯ୍ୟାଳୟକୁ ପୂର୍ବ ପରି ସ୍ୱୟଂ ସମ୍ପୂର୍ଣ୍ଣ କରିବା ଦାବିରେ ଧାରଣା ଓ ପ୍ରତିବାଦ ସଭା ମଧୁବନ ସଂଚାର ନିଗମ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି । ମଧୁବନ ଠାରେ ଥିବା ସଂଚାର ନିଗମ କାର୍ଯ୍ୟାଳୟକୁ ଏକ ପ୍ରକାର ସ୍ଥାଣୁ
Read More...

ବିପର୍ଯ୍ୟୟ ପରିଚାଳନାର ରୋଡ ମ୍ୟାପ ଗ୍ରାମ୍ୟ ସ୍ତରରୁ ଆରମ୍ଭ ହେବ

ବାରିପଦା, (ଦେବସ୍ମିତ ଚୌଧୁରୀ) : "ଶୂନ୍ୟ ମୃତ୍ୟୁହାର" ତଥା "ପ୍ରତ୍ୟେକ ଜୀବନ ମୂଲ୍ୟବାନ" ଏହା ହେଉଛି ବିପର୍ଯ୍ୟୟ ପରିଚାଳନାର ମୂଳମନ୍ତ୍ର । ଏଭଳି ଏକ ଆଭିମୁଖ୍ୟ ନେଇ ଗ୍ରାମ୍ୟ ସ୍ତରରୁ ବିପର୍ଯ୍ୟୟ ପରିଚାଳନାକୁ ଅଧିକରୁ ଅଧିକ କ୍ରିୟାଶୀଳ, ସୁଦୃଢ ଓ ସଶକ୍ତ କରିବା, ଅଭିନବ ଜ୍ଞାନ କୌଶଳର
Read More...

ଜାତୀୟ ବହୁଭାଷୀ ନାଟକ ମହୋତ୍ସବ ଉଦଯାପିତ

-ଦର୍ଶକଙ୍କ ମନମୋହିଲା ରାଉରକେଲାର ନାଟକ "ଜନ୍ମମାଟି" ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ସହିଦ ସ୍ମୃତି ଭବନରେ ରୂପାନ୍ତର ଅନୁଷ୍ଠାନ ଆନୁକୂଲ୍ୟରେ ୬ ଦିନିଆ ଜାତୀୟ ବହୁଭାଷୀ ନାଟକ ମହୋତ୍ସବ ଉଦଯାପିତ ହୋଇଯାଇଛି । ଶେଷ ସନ୍ଧ୍ୟାରେ ରାଉରକେଲାର ନାଟକ "ଜନ୍ମମାଟି"
Read More...

ତାମିଲନାଡୁର କୋଏମ୍ବାଟୁରଠାରେ ଅନୁଷ୍ଠିତ ହେଲା କିଷାନ ସମ୍ମାନନିଧି ସମାରୋହ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆଭାସୀ ମାଧ୍ୟମରେ ହେଲା ଉଦଘାଟିତପିଏମକିଷାନ ସମ୍ମାନନିଧିର ୨୧ତମ କିସ୍ତି ବ୍ୟାଙ୍କଖାତା ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହସ୍ତାନ୍ତରଦେଶର ୯କୋଟିରୁ ଉର୍ଦ୍ଧ ଚାଷୀଙ୍କ ସହିତ ଜିଲ୍ଲାର ୨,୩୭, ୭୧୨ଜଣ ଚାଷୀ ହେଲେ ଉପକୃତ ବାରିପଦା,
Read More...

ଜାତୀୟ ନାଟ୍ୟ ମହୋତ୍ସବ ଉଦଯାପିତ

ଶେଷ ସନ୍ଧ୍ୟାରେ ଦର୍ଶକଙ୍କୁ ବିମୋହିତ କଲା ବାରିପଦାର ନାଟକ 'ଚିଠି' ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ସହିଦ ସ୍ମୃତି ଭବନରେ ଓମ ନାଟ୍ୟ ସଂସ୍ଥାର ରୌପ୍ୟ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ଜାତୀୟ ନାଟ୍ୟ ମହୋତ୍ସବ ଉଦଯାପିତ ହୋଇଯାଇଛି । ଶେଷ ସନ୍ଧ୍ୟାରେ ଓମ ନାଟ୍ୟ ସଂସ୍ଥା
Read More...

ଜାତୀୟ ନାଟ୍ୟ ମହୋତ୍ସବର ୩ୟ ସନ୍ଧ୍ୟା : ଦର୍ଶକଙ୍କୁ ବିମୋହିତ କଲା କୋଲକତାର ନାଟକ “ବେହୁଲା ଆଜୋ”

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ସହିଦ ସ୍ମୃତି ଭବନରେ ଓମ ନାଟ୍ୟ ସଂସ୍ଥାର ରୌପ୍ୟ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ଜାତୀୟ ନାଟ୍ୟ ମହୋତ୍ସବର ୩ୟ ସନ୍ଧ୍ୟାରେ ତିଲଜାଲା କଳ୍ପନ ନାଟ୍ୟଗୋଷ୍ଠୀ, କୋଲକତା ପ୍ରଯୋଜିତ ବେଙ୍ଗଲୀ ନାଟକ "ବେହୁଲା ଆଜୋ" ମଞ୍ଚସ୍ଥ ହୋଇଯାଇଛି । କଳ୍ପନା
Read More...

ଭଂଜପୁର ଜଗଦ୍ଧାତ୍ରୀ ମେଳା ଉଦଯାପିତ ପୁରସ୍କୃତ ହେଲେ କୃତୀ ପ୍ରତିଯୋଗୀ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ଭଂଜପୁରଠାରେ ଉତ୍ତର ଓଡିଶାର ପ୍ରସିଦ୍ଧ ଜଗଦ୍ଧାତ୍ରୀ ମେଳା ଆନୁଷ୍ଠାନିକ ଭାବେ ଉଦଯାପିତ ହୋଇଯାଇଛି । ପୂଜା ଅଧ୍ୟକ୍ଷ ପୂର୍ବତନ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୃହ ନିର୍ମାଣ ଓ ନଗର
Read More...