Browsing Tag

baripada news

ଜାତୀୟ ନାଟ୍ୟ ମହୋତ୍ସବ ଉଦଘାଟିତ : ଦର୍ଶକଙ୍କୁ ସ୍ତବ୍ଧ କଲା ଦିଲ୍ଲୀର ନାଟକ “ଅଲ ମାଇ ସନ୍ସ”

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ସହିଦ ସ୍ମୃତି ଭବନରେ ଓମ ନାଟ୍ୟ ସଂସ୍ଥାର ରୌପ୍ୟ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ଜାତୀୟ ନାଟ୍ୟ ମହୋତ୍ସବ ଉଦଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ. କୃଷ୍ଣଚନ୍ଦ୍ର ମହାପାତ୍ର ଏହି ମହୋତ୍ସବକୁ
Read More...

ଭଂଜପୁର ଜଗଦ୍ଧାତ୍ରୀ ମେଳାର ୧୧ତମ ସନ୍ଧ୍ୟାରେ ମନ ଜିଣିଲା ଇଣ୍ଡିଆନ ଆଇଡଲର ପ୍ରିୟାଂଶୁ ଓ ମୟୂରୀ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ଭଂଜପୁରଠାରେ ଉତ୍ତର ଓଡିଶାର ପ୍ରସିଦ୍ଧ ଜଗଦ୍ଧାତ୍ରୀ ମେଳାର ୧୧ତମ ସନ୍ଧ୍ୟାରେ ପ୍ରଥମେ ବାରିପଦାର ଯୁବ କଳାକାରମାନେ ମାୟରା ଫେସନ ସୋ ପ୍ରଦର୍ଶନ କରିଥିଲେ । ଇଣ୍ଡିଆନ ଆଇଡଲର ପ୍ରତିଯୋଗୀ ମୟୂରୀ ସାହା ସୁମଧୁର କଣ୍ଠରେ ହିନ୍ଦୀ ଓ ବେଙ୍ଗୋଲୀ ଗୀତ
Read More...

କୁଷ୍ଠ ରୋଗ ଚିହ୍ନଟ ଅଭିଯାନ ସମ୍ପର୍କିତ ଜିଲ୍ଲା ସ୍ତରୀୟ ସମନ୍ୱୟ କମିଟି ବୈଠକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଚଳିତ ବର୍ଷ ଜିଲ୍ଲାରେ ୧୭ ରୁ ୩୦ ନଭେମ୍ବର ୨୦୨୫ ମଧ୍ୟରେ ହେବାକୁ ଯାଉଥିବା କୁଷ୍ଠ ରୋଗ ଚିହ୍ନଟ ଅଭିଯାନ ଉପଲକ୍ଷେ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକଙ୍କ
Read More...

ଭଞ୍ଜପୁର ଜଗଦ୍ଧାତ୍ରୀ ମେଳା ୨୦୨୫ ଉଦଘାଟିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ଭଞ୍ଜପୁରଠାରେ ଉତ୍ତର ଓଡିଶାର ପ୍ରସିଦ୍ଧ ଜଗଦ୍ଧାତ୍ରୀ ମେଳା ଅନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । କାର୍ଯ୍ୟକାରୀ ସଭାପତି ନଗରପାଳ କୃଷ୍ଣା ନନ୍ଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା
Read More...

ଭଞ୍ଜପୁର ଜଗଦ୍ଧାତ୍ରୀ ମେଳା ଅବସରରେ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭଞ୍ଜପୁରଠାରେ ମା' ଜଗଦ୍ଧାତ୍ରୀଙ୍କ ୭୩ ତମ ପୂଜା ଅବସରରେ ୩୧ତମ ମେଳା ନଭେମ୍ବର ୩ ତାରିଖରୁ ଅନୁଷ୍ଠିତ ହେବାକୁ ଯାଉଅଛି । ପ୍ରତିବର୍ଷ ପରି ଏବର୍ଷ ମଧ୍ୟ କମିଟି ତରଫରୁ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ଚିତ୍ରାଙ୍କନ, କୁଇଜ, ବକ୍ତୃତା ଓ ସଙ୍ଗୀତ
Read More...

ଭଂଜପୁର ଜଗଦ୍ଧାତ୍ରୀ ମେଳା ଅବସରରେ କୁଇଜ ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭଂଜପୁର ଠାରେ ମା' ଜଗଦ୍ଧାତ୍ରୀଙ୍କ ୭୩ ତମ ପୂଜା ଅବସରରେ ୩୧ତମ ମେଳା ନଭେମ୍ବର ୩ ତାରିଖରୁ ଅନୁଷ୍ଠିତ ହେବାକୁ ଯାଉଛି । ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ଚିତ୍ରାଙ୍କନ, କୁଇଜ, ବକ୍ତୃତା ଓ ସଂଗୀତ ପ୍ରତିଯୋଗିତା ଆରମ୍ଭ
Read More...

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ପରିପ୍ରେକ୍ଷୀରେ “ସାଧୁତାର ଶପଥ ପାଠ”

ବାରିପଦା, (ଦେବସ୍ମିତ ଚୌଧୁରୀ) : ଚଳିତ ବର୍ଷ ଅକ୍ଟୋବର ୨୭ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ "ଦୁର୍ନୀତି ନିବାରଣ - ଆମ ସାମୂହିକ ଦାୟିତ୍ୱ" ପ୍ରସଙ୍ଗ ଆଧାରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୫ ପାଳନ କରାଯାଉଛି । ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ
Read More...

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୫ ପାଳନ ପରିପ୍ରେକ୍ଷୀରେ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଲେ ଛାତ୍ରଛାତ୍ରୀ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଚଳିତ ମାସ ଅକ୍ଟୋବର ୨୭ ରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଆଜି ବାରିପଦାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ଇଂରାଜୀ ଓ ଓଡିଆରେ " ଦୁର୍ନୀତି
Read More...

ପିସିସି ସଭାପତି ଭକ୍ତ ଦାସଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେଇଥିବା କୁତ୍ସାରଟନାକାରୀଙ୍କୁ ଗିରଫ ଦାବିରେ ସାଇବର ଥାନାର…

ବାରିପଦା, (ଦେବସ୍ମିତ ଚୌଧୁରୀ) : ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ପ୍ରତି ଫୋକଶ ପ୍ଲସର ମୁଖ୍ୟ ସୁଧାଂଶୁ ଶେଖର ରାଉତ, ଅଜୟ କୁମାର ପଣ୍ଡା, ଅନନ୍ତ ନାରାୟଣ ଧଳ ବିଭିନ୍ନ ସାମାଜିକ ଗଣମାଧ୍ୟ୍ୟମରେ ଅଶାଳୀନ ମନ୍ତ୍ୟବ ଦେବା ସହ ଗଣମାଧ୍ୟମରେ ମାନ୍ୟବର ପିସିସି ସଭାପତିଙ୍କ ଚରିତ୍ର ସଂଘାର
Read More...

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଇଡିଵିଆଇ ବ୍ୟାଙ୍କ ତରଫରୁ ପ୍ରଦତ୍ତ ଷ୍ଟ୍ରେଚର୍ ଓ ବ୍ୟାଟେରୀ ଚାଳିତ ଗାଡିର ଶୁଭ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ସମାଜ ସେବା ଓ ଜନସ୍ୱାସ୍ଥ୍ୟ ଉନ୍ନତିରେ ଏକ ଅଭିନଵ ପଦକ୍ଷେପ ସ୍ୱରୂପ ଆଇଡିବିଆଇ ବ୍ୟାଙ୍କ ବାରିପଦା ଶାଖା ତାଙ୍କର କର୍ପୋରେଟ୍ ସୋସିଆଲ୍ ରେସ୍ପନସିବିଲିଟି (ସିଏସ୍‌ଆର୍‌) ଅଭିଯାନ ଅନ୍ତର୍ଗତ, ବାରିପଦା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌) କୁ
Read More...