ଜାତୀୟ ସର୍ବ କନିଷ୍ଠ ଖୋ ଖୋ ପ୍ରତିଯୋଗିତା ପାଇଁ ଓଡିଶା ଦଳରେ ଦୁଇ ଭାଇ ଲବ ଓ କୁଶ
ବାରିପଦା, (ଦେବସ୍ମିତ ଚୌଧୁରୀ) : କୁରୁକ୍ଷେତ୍ର, ହରିୟାଣା ଠାରେ ଅନୁଷ୍ଠିତ ହେବାକୁ ଥିବା ୩୫ ତମ ସର୍ବ କନିଷ୍ଠ ଜାତୀୟ ଖୋ ଖୋ ପ୍ରତିଯୋଗିତାରେ ଓଡିଶା ଦଳରେ ସ୍ଥାନ ପାଇ ନିଜ ବିଦ୍ୟାଳୟ, ଅଂଚଳ ତଥା ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ଜଗତସିଂହପୁର ଠାରେ ଅନୁଷ୍ଠିତ ୧୭ ତମ ରାଜ୍ୟ ସ୍ତରୀୟ!-->…
Read More...
Read More...