Browsing Tag

basta news

ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ : ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ବସ୍ତା : ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ ଚାଞ୍ଚଲ୍ୟ । ବସ୍ତା ଥାନା ଛାନୁଆଁ ଗାଁ ସ୍କୁଲ୍ ନିକଟରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳେ ଏହି ମୃତଦେହ ପଡ଼ିଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ । ଏହାପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ
Read More...

ହାତୀ ଆକ୍ରମଣରେ ଯୁବକ ମୃତ

ବସ୍ତା : ହାତୀ ଆକ୍ରମଣରେ ବାଲେଶ୍ୱର-ମୟୂରଭଞ୍ଜ ସୀମାନ୍ତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ବାଲେଶ୍ଵର ଜିଲ୍ଲା ପତ୍ରଝଡା ପଞ୍ଚାୟତ ସୀମାନ୍ତ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ଝରିଆ ଗ୍ରାମରେ ଘଟିଛି । ମୃତ ଯୁବକଙ୍କ ନାମ ଭୋଳା ରାମ (୫୦) । ସୂଚନା ମୁତାବକ,
Read More...