ଦୋକାନ ସଟର ଭାଙ୍ଗି ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି
ବାସୁଦେବପୁର : ଦୋକାନ ସଟର ଭାଙ୍ଗି ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି । ଭଦ୍ରକ ଜିଲ୍ଲା ବାସୁଦେବପୁର ସରକାରୀ ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଥିବା ରାଧାକୃଷ୍ଣ ମୋବାଇଲ ଦୋକାନରୁ ଲୁଟ୍ ହୋଇଛି । ଏନେଇ ଦୋକାନ ମାଲିକ ଥାନାରେ ଅଭିଯୋଗ କରିଛନ୍ତି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ!-->…
Read More...
Read More...