ଅଗ୍ନିକାଣ୍ଡରେ ଦୁଇ ବଖରା ଘର ଜଳି ପାଉଁଶ
ବାସୁଦେବପୁର : ବାସୁଦେବପୁର ଥାନା ମନ୍ଦାରୀ ହାଟ ନିକଟରେ ନିଆଁ ଲାଗି ରବି ସେନାପତିଙ୍କ ଦୁଇ ବଖରା ଘର ଜଳି ପାଉଁଶ ହୋଇଯାଇଛି । ବୁଧବାର ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନଥିବା ବେଳେ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।!-->…
Read More...
Read More...