Browsing Tag

baunsuni newa

ବାଇକ୍-ସାଇକେଲ ମୁହାଁମୁହିଁ ଧକ୍କା : ୧ ଗୁରୁତର

ବାଉଁଶୁଣୀ : ବୌଦ୍ଧ ଜିଲ୍ଲା ଦେଇ ଯାଇଥିବା ୫୭ ନଂ ଜାତୀୟ ରାଜପଥ ବାଉଁଶୁଣୀ ଛକ ନିକଟରେ ଆଜି ସକାଳେ ଏକ ବାଇକ୍ ଓ ସାଇକେଲ୍ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଏହି ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ଅଶୋକ ମାଝି ନାମକ ଜଣେ ଯୁବକ ଆଠମଲ୍ଲିକରୁ ସୋନପୁର
Read More...

ଟ୍ରକ୍ ଓ ବୋଲେରୋ ମୁହାଁମୁହିଁ ଧକ୍କା : ୨ ମୃତ, ୩ ଆହାତ

ବାଉଁଶୁଣୀ : ବୌଦ୍ଧ ଜିଲ୍ଲା ଦେଇ ଯାଇଥିବା ୫୭ ନଂ ଜାତୀୟ ରାଜପଥ ବୌଦ୍ଧ ଥାନା କମଳପୁର ନିକଟରେ ଏକ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଆଜି ସକାଳ ପ୍ରାୟ ୩ଟାରେ ଏକ ଟ୍ରକ୍ ଓ ବୋଲେରୋ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଫଳରେ ୨ ଜଣଙ୍କ ମୃତ୍ୟୁ ‌ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଥିବା
Read More...

୧୩ କେଜି ଗଞ୍ଜେଇ ସହ ୨ ବାଇକ ଜବତ, ୨ ଗିରଫ

ବାଉଁଶୁଣୀ : ବୌଦ୍ଧ ଜିଲ୍ଲା ବହିରା ପଞ୍ଚାୟତ ବ୍ରାହ୍ମଣୀ ବିଲେଇ ଛକ ନିକଟରୁ ୧୩ କିଲୋ ୭୦୦ ଗ୍ରାମ ଗଞ୍ଜେଇ ସହ ଦୁଇଟି ବାଇକ୍‌କୁ ଜବତ କରି ଦୁଇ ଜଣଙ୍କୁ ଗିରଫ କରିଛି ବାଉଁଶୁଣୀ ପୁଲିସ । ଗିରଫ ଅଭିଯୁକ୍ତମାନେ ହେଲେ ବଘିଅପଡା ଗ୍ରାମ ପଞ୍ଚାୟତ ବବଡା ଗ୍ରାମର ଧିରଜ କଂହର, କରୁଣାକର ନାଏକ ବୋଲି
Read More...

ଗଞ୍ଜେଇ ଜବତ : ୧ ଗିରଫ

ବାଉଁଶୁଣି : ବୌଦ୍ଧ ବ୍ଲକ ବାଉଁଶୁଣି ଥାନା ପୁଲିସ ଶନିବାର ସାନ୍ତୁମ ଗ୍ରାମରେ ଚଢାଉ କରି ଗଞ୍ଜେଇ ଜବତ କରିବା ସହ ବାଞ୍ଛା ଗାଈଗୌରିଆ(୫୫)ଙ୍କୁ ଗିରଫ କରିଥିବା ଜଣାପଡିଛି । ଜବତ ଗଞ୍ଜେଇର ପରିମାଣ ୧୭ କେଜି ବୋଲି ପୁଲିସ ପ୍ରକାଶ କରିଛି । ଏନେଇ ବାଉଁଶୁଣି ଥାନାରେ ଏକ ମାମଲା ରୁଜୁ ହୋଇଥିବା
Read More...
error: Content is protected !!