ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ
ବାଉଁଶୁଣୀ : ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ । ଫଳରେ ୫ ଜଣ ଗୁରୁତର । ବୌଦ୍ଧ ଜିଲ୍ଲା ଜାତୀୟ ରାଜପଥ ନଂ ୫୭ର ବାଉଁଶୁଣୀ ଦମକଳ କେନ୍ଦ୍ର ନିକଟରେ ଏହି ଦୁର୍ଘଟଣା ହୋଇଛି । ସୂଚନା ମୁତାବକ, କଟକ ଜିଲ୍ଲା ନରସିଂହପୁର ଅଞ୍ଚଳର ବୋଲବମ୍ ଯାତ୍ରୀମାନେ!-->…
Read More...
Read More...