ବାଗଦୋର ଠାରେ ଧାନ ବିକ୍ରୟ କେନ୍ଦ୍ରର ଭିତ୍ତିପ୍ରସ୍ଥର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ
ବେଲପଡ଼ା, (ଭୋଜରାଜ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ବାଗଦୋର ଗାଁରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତରଫରୁ ପ୍ରାଥମିକ ସମବାୟ ସମିତି ପାଇଁ ଧାନ ବିକ୍ରୟ କେନ୍ଦ୍ରର ଭିତ୍ତିଭୂମି ବିକାଶର ଶିଳାନ୍ୟାସ ଆଜି ହୋଇଯାଇଛି। ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହି!-->…
Read More...
Read More...