ବେଲପଡା କାର୍ଯ୍ୟାଳୟଠାରେ ବିଶ୍ୱ ଶ୍ରମିକ ଦିବସ ପାଳିତ
ବେଲପଡା, (କେପିଏନ୍ଏସ୍) : ବେଲପଡା କାର୍ଯ୍ୟାଳୟଠାରେ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ବ୍ଲକ ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାରଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ସଭାରେ ବେଲପଡା ବିଡିଓ, ଏବିଡିଓ, ସମସ୍ତ ଗ୍ରାମ ପଞ୍ଚାୟତର ସରପଞ୍ଚ ଏବଂ ଜନସାଧାରଣ ଉପସ୍ଥିତ ଥିଲେ ।
Read More...
Read More...