କୋଭିଡ଼ ସମ୍ପର୍କିତ ଗଞ୍ଜାମ ଜିଲ୍ଲାପାଳଙ୍କ ଉଚ୍ଚସ୍ତରୀୟ ବୈଠକ : ସଂକ୍ରମିତ ବ୍ୟକ୍ତିଙ୍କୁ ହୋମ ଆଇସୋଲେସନରେ ରଖାଯିବ
ଏଣିକି ଗ୍ରାହକ ମାସ୍କ ପରିଧାନ କରି ନଥିଲେ ଦୋକାନୀ ଠାରୁ ଜୋରିମାନା ଆଦାୟ ହେବବ୍ରହ୍ମପୁର, (କେ. ସତ୍ୟ ନାରାୟଣ ରେଡ୍ଡୀ) : ଗଞ୍ଜାମ ଜ଼ିଲ୍ଲାରେ ପ୍ରବାସୀ ମାନଙ୍କର ପ୍ରତ୍ୟାବର୍ତ୍ତନ କାରଣରୁ ଗୋଟିଏ ସପ୍ତାହରେ ତିନିଗୁଣା ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଇଛି । ପ୍ରଥମ ପର୍ୟ୍ୟାୟରେ କରୋନା!-->…
Read More...
Read More...