ଜଳାଶୟରୁ ନିଖୋଜ ଚାଷୀଙ୍କ ମୃତଦେହ ଉଦ୍ଧାର : ଗାଧୋଇବାକୁ ଯାଇ ଭାସିଗଲେ
ବେତନଟୀ : ଜଳାଶୟରୁ ନିଖୋଜ ଚାଷୀଙ୍କ ମୃତଦେହ ଉଦ୍ଧାର । ଧାନକ୍ଷେତରେ ସାର ସିଞ୍ଚନ କରିବା ପରେ ଘରକୁ ଫେରି ଗାଧୋଇବାକୁ ଯାଇଥିଲେ । କିନ୍ତୁ, ପରେ ଆଉ ଘରକୁ ଫେରିନଥିଲେ । ସୋମବାର ସକାଳେ ଘରପାଖ ଜଳାଶୟରୁ ଅଗ୍ନିଶମ ବାହିନୀ ତାଙ୍କ ମୃତଦେହ ଉଦ୍ଧାର କରିଛି । ବେତନଟୀ ପୁଲିସ ମୃତଦେହ ଜବତ!-->…
Read More...
Read More...