Browsing Tag

betanati news

ଓଲଟିପଡିଲା ଇନ୍ଦ୍ରାଣୀ ବସ୍‌, ଏକାଧିକ ଯାତ୍ରୀ ଗୁରୁତର

ବେତନଟୀ : ୧୮ନଂ ଜାତୀୟ ରାଜପଥ କୃଷ୍ଣଚନ୍ଦ୍ରପୁର ଓଭରବ୍ରିଜ ନିକଟରେ ରାଇରଙ୍ଗପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଇନ୍ଦ୍ରାଣୀ ନାମକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗସ୍ତ ହୋଇଥିବା ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ବସ୍ ଚକ ଫାଟିବା କାରଣରୁ ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ତେବେ
Read More...

୭୧ତମ ସର୍ବଭାରତୀୟ ପୋଲିସ କ୍ରୀଡ଼ା ଶକ୍ତିଉତ୍ତୋଳନ ପ୍ରତିଯୋଗିତାରେ ସ୍ୱର୍ଣ୍ଣପଦକ ଜିତିଲେ ସମରେନ୍ଦ୍ର

ବେତନଟୀ : ମହାରାଷ୍ଟ୍ରର ପୁନେରେ ଚାଲିଥିବା ୭୧ତମ ସର୍ବଭାରତୀୟ ପୋଲିସ କ୍ରୀଡ଼ା ଶକ୍ତିଉତ୍ତୋଳନ (ପାୱାରଲିଫ୍ଟ) ପ୍ରତିଯୋଗିତାରେ ଗୁରୁବାର ସ୍ବର୍ଣ୍ଣପଦକ ହାସଲ କରିଛନ୍ତି ମୟୂରଭଞ୍ଜ ପୋଲିସ ପକ୍ଷରୁ ପ୍ରତିନିଧିତ୍ତ୍ୱ କରୁଥିବା କନଷ୍ଟେବଳ ସମରେନ୍ଦ୍ର ମହାନ୍ତ । ସମରେନ୍ଦ୍ରଙ୍କ ଘର ବେତନଟୀ
Read More...

ଓଲଟିଲା କାର୍‌ : ଡ୍ରାଇଭର ମୃତ

ବେତନଟୀ : ବେତନଟୀ ତୁଳସୀଚଉରା ନିକଟସ୍ଥ ପଟ୍ରୋଲ ପମ୍ପ ନିକଟରେ ଏକ କାର୍‌ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି । ଦୁର୍ଘଟଣାରେ କାର୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ଗତକାଲି ରାତି ୯ଟା ୩୦ରେ ବାଲେଶ୍ୱର ବାରିପଦା ଅଭିମୁଖେ ଯାଉଥିବା ଏକ କାର୍‌
Read More...