୫୫ଲକ୍ଷ ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗ : ପୂର୍ବତନ ଫରେଷ୍ଟର ଜୟ ଜୁଆଡ଼ ଗିରଫ
ଭବାନୀପାଟଣା, (କେପିଏନ୍ଏସ୍) : କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ଥୁଆମୂଳ ରାମପୁର ରେଞ୍ଜ ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ ସରକାରୀ ଅର୍ଥର ଆତ୍ମସାତ ଅଭିଯାଗରେ ଗିରଫ ହୋଇଛନ୍ତି । କଳାହାଣ୍ଡି ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି । ସୂଚନା ଅନୁସାରେ ଆର୍ଥିକ ବର୍ଷ ୨୦୨୪-୨୫!-->…
Read More...
Read More...