ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ
ଭବାନୀପାଟଣା, (ପି.କେ. ସାହୁ) : ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଲୟ ଅଧିନସ୍ଥ ନେହେରୁ ଯୁବକେନ୍ଦ୍ର ଶାଖା କଳାହାଣ୍ଡି ଦ୍ୱାରା ୮ମ ଅନ୍ତର୍ଜାତୀୟ ଯୋଗ ଦିବସ ଭବାନୀପାଟଣା ସହରର ରିଜର୍ବ ପଡିଆଠାରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭବାନୀପାଟଣା ସହର ଅନେକ ସଂଗଠନର!-->…
Read More...
Read More...