କବି ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ମହୁରି ସମ୍ମାନ-୨୦୨୧
ଭବାନୀପାଟଣା, (ପି. କେ. ସାହୁ) : ଓଡ଼ିଆ ସାହିତ୍ୟର ସମ୍ଭ୍ରାନ୍ତ ସାହିତ୍ୟ ପତ୍ରିକା “ମହୁରି” ପକ୍ଷରୁ ଚଳିତ ବର୍ଷର “ମହୁରି ସମ୍ମାନ” ଘୋଷଣା କରାଯାଇଛି । ଚଳିତ ବର୍ଷ ଏହି ସମ୍ମାନ ପାଇବେ କବି ଡ. ଗାୟତ୍ରୀବାଳା ପଣ୍ଡା । ପ୍ରତିବର୍ଷ ମହୁରିରେ ଲେଖାଲେଖି କରୁଥିବା ଜଣେ ସାହିତ୍ୟିକଙ୍କୁ ଏହି!-->…
Read More...
Read More...