ପଶୁଧନ ଗଣନା ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜିଲ୍ଲାସ୍ତରୀୟ ୨୧ତମ ପଶୁଧନ ଗଣନାକାରୀ ଓ ପର୍ଯ୍ୟବେକ୍ଷକ ମାନଙ୍କର ପ୍ରଶିକ୍ଷଣ ଶିବିର ସ୍ଥାନୀୟ ଡିପିଏମ୍ୟୁ ସଭା ଗୃହରେ ଉଦ୍ଘାଟିତ ହୋଇଯାଇଛି । କଳାହାଣ୍ଡି ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି!-->…
Read More...
Read More...