୧୦ ଲକ୍ଷ ଲାଞ୍ଚ ନେଇ ବନ୍ଧା ହେଲେ ଆଇଏଏସ୍ ଅଫିସର : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
ଭବାନୀପାଟଣା : କ୍ରସର ମାଲିକଙ୍କଠାରୁ ଲାଞ୍ଚ ନେଇ ବନ୍ଧା ହେଲେ ଆଇଏଏସ୍ ଅଫିସର ଧୀମାନ ଚକ୍ମା । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି । କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍ମା ରବିବାର ଭିଜିଲାନ୍ସ ପଞ୍ଝାରେ ପଡ଼ିବା ପରେ!-->…
Read More...
Read More...