ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ମା’ ମାଣିକେଶ୍ଵରୀ ଘୁମୁରା ପ୍ରଶିକ୍ଷଣ କେନ୍ଦ୍ର ଉଦ୍ଘାଟିତ
ଭବାନୀପାଟଣା, (ହେମନ୍ତ ସାହୁ) : କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ଉଦ୍ଦେଶ୍ୟରେ ରାଜ୍ୟ ସଂସ୍କୃତି ବିଭାଗ ଆନୁକଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଆଜି ମା' ମାଣିକେଶ୍ଵରୀ ଘୁମୁରା ପ୍ରଶିକ୍ଷଣ କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି । ଜିଲ୍ଲାପାଳ ପି. ଅନ୍ୱେଷା!-->…
Read More...
Read More...