ସଡକ ଦୁର୍ଘଟଣା, ୫ ଗୁରୁତର
ଭବାନୀପାଟଣା, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆଠାରେ ସୋମବାର ଏକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ଜଳ ସମ୍ପଦ ବିଭାଗର ଏକ ସରକାରୀ ଗାଡ଼ି ବାଇକ୍ରେ ଯାଉଥିବା ଲୋକଙ୍କୁ ପଛକୁ ପଛ ଧକ୍କା ଦେଇଛି । ଫଳରେ ୫ ଜଣ ଗୁରୁତର ହୋଇଛନ୍ତି ।!-->…
Read More...
Read More...