ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ୧ ମୃତ, ୨ ଗୁରୁତର
ଭବାନୀପାଟଣା, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ମୋଟେର ଛକରୁ ଜୟପାଟଣାକୁ ସଂଯୋଗ କରୁଥିବା ଦୁଲକିବନ୍ଧ ଦୁର୍ଗା ମନ୍ଦିର ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର!-->…
Read More...
Read More...