ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ବାଲେଶ୍ୱର ପରେ ଭଦ୍ରକରେ ପହଞ୍ଚିଲେ
ଭଦ୍ରକ : ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ବାଲେଶ୍ୱର ପରେ ଭଦ୍ରକରେ ପହଞ୍ଚିଲେ । ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ଜିଲ୍ଲା ପ୍ରଶାସନ ସହ ସେ ଆଲୋଚନା କରିଛନ୍ତି । ଏହାପୂର୍ବରୁ ବାଲେଶ୍ୱର ଗସ୍ତରେ ଯାଇ ଏସଆରସି ବାତ୍ୟା ପୂର୍ବ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି । ମୁକାବିଲା!-->…
Read More...
Read More...